ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ୧୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଏବଂ ଉତ୍ତର ଓଡ଼ିଶା ମଧ୍ୟବର୍ତ୍ତୀ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ … Read More

ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୬୨୮୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଭଦ୍ରକ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପହଁଞ୍ଚିଲେ ଏନଡିଆରଏଫ ୟୁନିଟ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଜାରି ରହିଥିବା ଲଗାଣ ଲଘୁଚାପ ବର୍ଷା କାରଣରୁ ଅନେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।ଭଦ୍ରକ ଜିଲ୍ଲାରେ ମଧ୍ୟ ଦୁଇ ଦିନ ଧରି ଲଗାଣ ବର୍ଷା ହେଉଥିବା ବେଳେ ବନ୍ୟା ଆଶଙ୍କା ଦେଖାଦେଇଛି … Read More

ରାଜଧାନୀ ଭୁବନେଶ୍ଵରରେ ଡରାଇଲାଣି ବସ୍ତି ସଂକ୍ରମଣ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ ବଢିବାରେ ଲାଗିଛି। ବିଶେଷ କରି ବର୍ତ୍ତମାନ ଖୁର୍ଦ୍ଧା ଜିଲା ରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିପରି ରାଜଧାନୀ ଭୁବନେଶ୍ଵରରେ ସଂକ୍ରମଣ ସଂଖ୍ୟା ଚିନ୍ତାଜନକ ରହିଛି । … Read More

ପ୍ରଥମରୁ ଦ୍ବାଦଶ ୩୦ ପ୍ରତିଶତ ସିଲାବସ କମିଲା : ସମୀର ରଞ୍ଜନ ଦାଶ

ଭୁବନେଶ୍ବର, (ଓଡିଶା ଟାଇମ୍) :  କରୋନା ପାଇଁ ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ବେଶ ପ୍ରଭାବ ପଡ଼ିଛି । କାରଣ କରୋନା ପାଇଁ ସମସ୍ତ ସ୍କୁଲ ବନ୍ଦ ରହିଛି । କିନ୍ତୁ ଏହାରି ମଧ୍ୟରେ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । … Read More

ନିଷ୍ପତ୍ତି ବଦଳାଇଲେ କଟକ ଜିଲ୍ଲାପାଳ,କେବଳ ମଣ୍ଡପରେ ପୂଜା ପାଇବେ ମା’ ଦଶଭୂଜା

କଟକ, (ଓଡିଶା ଟାଇମ୍) :  କଟକରେ ଦୁର୍ଗାପୂଜାକୁ ନେଇ ବଢିଲା ଆଶା । ମଣ୍ଡପରେ ହୋଇପାରିବ ମା’ ଦୁର୍ଗାଙ୍କ ପୂଜା । ପୂଜା କମିଟି ଗୁଡିକ ଭିଡ ନ ଜମାଇ ପୂଜା କରି ପାରିବେ ବୋଲି କଟକ ଜିଲ୍ଲାପାଳ କହିଛନ୍ତି । … Read More

ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ଛତିଶଗଡ଼ର ରାୟଗଡ଼ ଜେଲର । ଜେଲ କର୍ତୃପକ୍ଷ ତୁରନ୍ତ ଅନୁପ ସାଏଙ୍କୁ ସରକାରୀ ହସ୍ପିଟାଲରେ ଭର୍ତି କରିଥିଲେ … Read More

ବିପଦ ସଂକେତ ଟପିଲା ବୈତରଣୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗିରହିଛି । ବର୍ଷା ଯୋଗୁଁ ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳପତ୍ତନ ବିପଦ ସଙ୍କେତ ଟପିଛି । ଭଦ୍ରକ ଜିଲା ଦେଇ ପ୍ରବାହିତ ହୋଇଥିବା ବୈତରଣୀ ନଦୀର ଜଳସ୍ତର ବଢିବାରେ ଲାଗିଛି। … Read More

ରାଜ୍ୟରେ ସର୍ବାଧିକ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟର ୩୦ଜିଲ୍ଲାରୁ ଆଜି ସର୍ବାଧିକ ୩୩୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୬୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More