ଆଜିଠୁ ବଢ଼ିବ ବର୍ଷାର ପରିମାଣ , ୯ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ
ଭୁବନେଶ୍ବର, (ଓଡିଶା ଟାଇମ୍) : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ … Read More











