ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସର ହଲ୍ଲାବୋଲ, ଲୋୟର ପିଏମଜିରେ ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି
ଭୁବନେଶ୍ବର, ( ଓଡିଶା ଟାଇମ୍): ପୁଣି ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର । ବିଧାନସଭା ଗେଟ୍ ଆଗରେ ଛାତ୍ର କଂଗ୍ରେସ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି । ବିଧାନସଭାକୁ ଧସେଇ ପଶିବାକୁ ଛାତ୍ର କଂଗ୍ରେସ ଉଦ୍ୟମ କରୁଥିବାବେଳେ ଏଭଳି ପରିସ୍ଥିତି ସୃଷ୍ଟି … Read More











