ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ, ବ୍ୟାନ୍‌ ହେଲା ୧୦୧ ସାମରିକ ଉପକରଣ ଆମଦାନୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଆଜି ଏକ ଗୁରୁତ୍ଵପୂର୍ଣ୍ଣ ଘୋଷଣା କରିଛନ୍ତି । ଆତ୍ମନିର୍ଭର ଭାରତକୁ ପ୍ରୋତ୍ସାହନ ଦେବାକୁ ପ୍ରତିରକ୍ଷା କ୍ଷେତ୍ରରେ ଆମଦାନୀ ହେଉଥିବା ୧୦୧ ଉପକରଣ ଉପରେ ବ୍ୟାନ୍ ଲଗାଇଛନ୍ତି ସରକାର ଏବେ ଏହିସବୁ … Read More

ରାଜ୍ୟରେ ଆଜି ସର୍ବାଧିକ ୧୩ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ୧୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୭୩୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୯୨୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ସମ୍ବଲପୁର ସହରର ୮ଟି ସ୍ଥାନରେ ୧୪୪ ଧାରା ଜାରି

ସମ୍ବଲପୁର, (ଓଡିଶା ଟାଇମ୍) : ସମ୍ବଲପୁର ଜିଲାରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି । ସମ୍ବଲପୁର ସହରର ୮ଟି ସ୍ଥାନରେ ୧୪୪  ଧାରା ଜାରି କରାଯାଇଛି । ସହରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ … Read More

ଭିମ୍‌ସାରେ ପୁଣି ୭ ଡାକ୍ତର କରୋନା ପଜିଟିଭ୍

ସମ୍ବଲପୁର, (ଓଡିଶା ଟାଇମ୍) :ବୁର୍ଲା ଭିମସାରରେ ପୁଣି ୭ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜଣେ ନର୍ସ ଓ ଜଣେ ଆଟେଣ୍ଡଣ୍ଟ ବି କରୋନାରେ ସଂକ୍ରମିତ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ଭିମସାର୍ ନିର୍ଦ୍ଦେଶକ । … Read More

ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ, (ଓଡିଶା ଟାଇମ୍) :ବଲିଉଡ ଆକ୍ଟର ସଞ୍ଜୟ ଦତ୍ତ ଅସୁସ୍ଥ ହୋଇପଡ଼ିଛନ୍ତି । ତାପରେ ତାଙ୍କୁ ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଅନ୍ୟପଟେ ତାଙ୍କର … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୪୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୫୪୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩୦୨୪୧ରେ ପହଁଚିଛି । ଗଞ୍ଜାମ ଜିଲ୍ଲାରୁ ୫୬୦ ଜଣ ଆରୋଗ୍ୟ ଲାଭ କରିଥିବା … Read More

ରାଜ୍ୟରେ ଆଉ ଜଣେ ସାଂସଦଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜେପିର ବରିଷ୍ଠ ନେତା ତଥା ବରଗଡ଼ ସାଂସଦ କରୋନା ପଜିଟିଭ୍‌ ଚିହ୍ନଟ । ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ଲକ୍ଷଣ ନଥାଇ ପରୀକ୍ଷା କରାଇଥିଲେ ସାଂସଦ ସୁରେଶ ପୂଜାରୀ । ତେବେ … Read More

ଭୁବନେଶ୍ୱରରେ କରୋନା ସ୍ଥିତିକୁ ନେଇ ବିଏମସି କମିସନରଙ୍କ ସୂଚନା

ଭୁବନେଶ୍ବର, (ଓଡିଶା ଟାଇମ୍) : କ୍ରମାଗତ ଭାବେ ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଭୁବନେଶ୍ୱରରେ କରୋନା ସ୍ଥିତି ନେଇ ବିଏମସି କମିସନର ପ୍ରେମଚନ୍ଦ୍ର ଚୌଦୁରୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ।ଗତ ୧୦ ଦିନରେ ଭୁବନେଶ୍ୱରରେ … Read More

କରୋନାରୁ ସୁସ୍ଥ ହେଲେ ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନାରୁ ସୁସ୍ଥ ହେଲେ ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନ । ଆଜି ତାଙ୍କର କରୋନା ଟେଷ୍ଟ ହୋଇଥିଲା ଯେଉଁଥିରୁ ତାଙ୍କର ରିପୋର୍ଟ ନେଗେଟିଭ୍ ଆସିଥିବା ଟ୍ୱିଟ୍ କରି ଅଭିଷେକ ସୂଚନା ଦେଇଛନ୍ତି । ଟ୍ୱିଟ୍ କରି … Read More