ଗଞ୍ଜାମର ସହରାଞ୍ଚଳରେ ପଞ୍ଚମ ପର୍ଯ୍ୟାୟ ହେଲ୍‌ଥ ସ୍କ୍ରିନିଂ

ଗଞ୍ଜାମ, (ଓଡିଶା ଟାଇମ୍) : ଆଜିଠୁ ଗଞ୍ଜାମ ଜିଲ୍ଲାର ସହରାଞ୍ଚଳରେ ପଞ୍ଚମ ପର୍ଯ୍ୟାୟ ହେଲ୍‌ଥ ସ୍କ୍ରିନିଂ ଆରମ୍ଭ ହୋଇଛି।ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବିଶେଷ କରି ସହରାଞ୍ଚଳରେ ସଂକ୍ରମଣ ଅଧିକ ହେଉଥିବାରୁ ଜିଲ୍ଲାପାଳ ପୁଣି ଥରେ ସହରାଞ୍ଚଳରେ … Read More

କନ୍ଧମାଳରେ ସ୍ଥିତି ସଙ୍ଗୀନ : କରୋନା ଯୋଦ୍ଧାଙ୍କ ସମେତ ୨ମୃତ

କନ୍ଧମାଳ, (ଓଡିଶା ଟାଇମ୍) :ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ ଖୋର୍ଦ୍ଧା ଓ ଅନ୍ୟ କିଛି ଜିଲ୍ଲାରେ ଗ୍ରାଫ ଉପରମୁହାଁ ରହିଛି । ଯେପରି କନ୍ଧମାଳ ଜିଲ୍ଲାରେ ମଧ୍ୟ ସଂକ୍ରମିତ ସଂଖ୍ୟା ବଢିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ … Read More

ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ଚନ୍ଦ୍ର ମୁର୍ମୁ । ଓଡ଼ିଆ ଆଇଏଏସ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହରେ … Read More

ମହାନଦୀ ଜଳ ବିବାଦ ମାମଲା , ୩୬ଟି ପ୍ରସଙ୍ଗ ଉପରେ ଆଜି ଟ୍ରିବ୍ୟୁନାଲରେ ଶୁଣାଣି

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶା ଓ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦ ମାମଲାରେ ଆଜି ଟ୍ରିବୁନାଲରେ ମାମଲାର ଶୁଣାଣି ହେବ । ମାମଲାର ପ୍ରସଙ୍ଗ ଚୂଡାନ୍ତ ହେବା ପରେ ଆଜି ଭିଡିଓ କନଫରେସିଂ ଜରିଆରେ ଟ୍ରିବ୍ୟୁନାଲରେ … Read More

ରାଜ୍ୟରେ ଆଜି ମଧ୍ୟ ୧୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୬୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମ, କେନ୍ଦୁଝର, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଛି । … Read More

ରାଜ୍ୟରେ ଚିହ୍ନଟ ହେଲେ ୧୬୪୩ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୧୯୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର କରୋନା ପଜିଟିଭ

ଭଦ୍ରକ, (ଓଡିଶା ଟାଇମ୍) :ଭଦ୍ରକ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟରୁ ଜଣେ ଡାକ୍ତର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି । ଏହାପରେ  ୪୮ ଘଣ୍ଟା ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟର OPD ସେବା ରହିବ ବୋଲି ଘୋଷଣ କରାଯାଇଛି । ସୂଚନାଯୋଗ୍ୟ ଯେ, … Read More

କେରଳ ବିମାନ ଦୁର୍ଘଟଣା: ୨ ପାଇଲଟଙ୍କ ସମେତ ୧୮ ମୃତ

କୋଝିକୋଡ, (ଓଡିଶା ଟାଇମ୍‌): କେରଳ କୋଝିକୋଡ଼ ବିମାନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି । ଆହତଙ୍କ ମଧ୍ୟରେ ଦୁଇ ଜଣ ପାଇଲଟ ରହିଥିବା ବେଳେ ୧୨୭ ଜଣ ଆହତ ହୋଇଛନ୍ତି । ନ୍ୟୁଜ ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ ଦୁବାଇରୁ … Read More

କେରଳ ବିମାନ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଲା, ୧୨୩ ଆହତଙ୍କ ମଧ୍ୟରୁ ୧୫ ଗୁରୁତର

କୋଝିକୋଡ଼, (ଓଡିଶା ଟାଇମ୍) : କେରଳ କୋଝିକୋଡ଼ ବିମାନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି । ୧୨୩ ଜଣ ଆହତ ହୋଇଛନ୍ତି ଓ ସେମାନଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ଦୁବାଇରୁ ଆସୁଥିବା ଆଇଏକ୍ସ-୧୩୪୪ … Read More

କେରଳ କୋଝିକୋଡ଼େରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ

କେରଳ, (ଓଡିଶା ଟାଇମ୍) :କେରଳ କୋଝିକୋଡ଼ରେ ଆଜି ଏକ ବଡ ଧରଣର ବିମାନ ଦୁର୍ଘଟଣା ଘଟିଛି। କୋଝିକୋଡ଼ କରିପୁର ବିମାନବନ୍ଦରରେ ଅବତରଣ ବେଳେ ଏୟାର ଇଣ୍ଡିଆ ବିମାନ ବି-୭୩୭ ରନୱେରେ ସ୍ଲିପ୍‌ ହୋଇ ଘାଟିକୁ ଖସିପଡିଛି। ଫଳରେ ପାଇଲଟ୍‌ ଓ ଅନ୍ୟ … Read More