ଆରଟିଓ ଅଫିସରୁ ୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର (ଓଡିଶା ଟାଇମ୍) : ଭୁବନେଶ୍ୱର ଆରଟିଓ ଅଫିସରୁ ୩ କରୋନା ପଜିଟିଭ୍ ଚିହ୍ନଟ । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଲା ପରିବହନ ବିଭାଗ । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିଭଳି କରୋନା … Read More

ଆଇଟିଆର୍‌ର ପୂର୍ବତନ ଛାତ୍ରଙ୍କ ଦ୍ୱାରା ସେବା ପ୍ରଦାନକାରୀ ଷ୍ଟାର୍ଟଅପ୍ ଆରମ୍ଭ

ଭୁବନେଶ୍ୱର,(ଓଡିଶା ଟାଇମ୍) : ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ର କେତେକ ପୂର୍ବତନ ଛାତ୍ର ଗ୍ରାହକମାନଙ୍କ ବିଭିନ୍ନ ଆବଶ୍ୟକତାକୁ ପୂରଣ କରିବା ପାଇଁ ଏକ ଷ୍ଟାର୍ଟଅପ୍ ଆରମ୍ଭ କରିଛନ୍ତି । ହୋମ୍ … Read More

ହାପି ବାର୍ଥଡେ ଧୋନି; କ୍ୟାପଟେନ୍ କୁଲଙ୍କ ସମ୍ପର୍କରେ କିଛି ଅଜଣା କଥା

ଭୁବନେଶ୍ୱର, (ଓଡିଶା ଟାଇମ୍‌): କ୍ରିକେଟ୍ ପ୍ରେମୀଙ୍କ ଗହଣରେ ଖୁବ୍ ପରିଚିତ ମହେନ୍ଦ୍ର ସିଂହ ଧୋନୀ । ଯିଏକି ମାହି ଓ କ୍ୟାପଟେନ୍ କୁଲ୍ ନାମରେ ବି ଲୋକପ୍ରିୟ ହୋଇପାରିଛନ୍ତି । ୧୯୮୧ ମସିହା ଜୁଲାଇ ୭ ତାରିଖରେ ଜନ୍ମଗ୍ରହଣ କରିଥିବା ଧୋନୀ … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୭ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ସର୍ବାଧିକ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୭ଜଣ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୬୭୦୩କୁ ବୃଦ୍ଧି ପାଇଛି … Read More

ଭୁବନେଶ୍ୱରରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୯ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୨୯ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪ଜଣ, ସ୍ଥାନୀୟ ଅଞ୍ଚଳରୁ ୧୪ ଓ … Read More

ରେଳ ଧାରଣାରୁ କଡରୁ ମିଳିଲା ସମାଜସେବୀ ଆଦିତ୍ୟଙ୍କ ମୃତ ଦେହ, ହତ୍ୟା ସନ୍ଦେହ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଦିତ୍ୟ ଦାସ ଚିରଦିନ ପାଇଁ ଆଜି ଆଖି ବୁଜିଛନ୍ତି। ସୋସିଆଲ ମିଡିଆରେ ଖୁବ୍ ସକ୍ରିୟ ମୋଟିଭେସନାଲ ସ୍ପିକର ତଥା ସମାଜିକ କର୍ମୀ ମାନବପ୍ରେମୀ ଆଦିତ୍ୟଙ୍କ ମୃତ୍ୟୁ ଖବର ପାଇବାପରେ ତାଙ୍କ ପ୍ରଶଂସକଙ୍କୁ ଗଭୀର ଆଘାତ ଲାଗିଛି। … Read More

ଭୁବନେଶ୍ବରରେ ହେବ ସେରୋଲୋଜିକାଲ୍ ସର୍ଭେ

ଭୁବନେଶ୍ୱର, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଙ୍କ୍ରମିତଙ୍କ ସଂଖ୍ୟା। ଯାହାକୁ ଦୃଷ୍ଟିରେ ରାଜ୍ୟରେ ଆଣ୍ଟିଜେନ୍‌ ଟେଷ୍ଟ ଆରମ୍ଭ ହୋଇଛି । କଟକ ଓ ଗଞ୍ଜାମ ଜିଲ୍ଲାରେ ଆଣ୍ଟିଜେନ୍‌ ଟେଷ୍ଟ ଆଜିଠାରୁ ଆରମ୍ଭ ହେବ … Read More

ମଦ ପିଉଛନ୍ତି କି ? ସାବଧାନ୍, ହୋଇପାରେ ଏହି ୯ଟି ସାଙ୍ଘାତିକ୍ ରୋଗ

(ଓଡିଶା ଟାଇମ୍) : ଶରୀର ପାଇଁ ମଦ କ୍ଷତିକାରକ । ଏହା ଜାଣି ବି ଲୋକେ ମଦ ପିଅନ୍ତି । ଖୁସି ଏବଂ ଦୁଃଖ ସମୟରେ ମଦ ପିଇବାର ମାତ୍ରାକୁ ବଢାଇଦେଇଥାଆନ୍ତିି । ତେବେ ଏହି ମଦ ପିଇବା ଦ୍ୱାରା ଆମକୁ … Read More

ପୁଲୱାମାରେ ଏନକାଉଣ୍ଟର, ଜଣେ ଆତଙ୍କୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଦକ୍ଷିଣ କାଶ୍ମୀରର ପୁଲଓ୍ୱାମା ଜିଲ୍ଲାରେ ଗୌସୁ ଅଞ୍ଚଳରେ ମଙ୍ଗଳବାର ଦିନ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏନ୍‌କାଉଣ୍ଟରେ ଜଣେ ଆତଙ୍କୀ ନିହତ ହୋଇଥିବା ବେଳେ କିଛି ସୁରକ୍ଷାକର୍ମୀ ଆହତ ଥିବା ଜଣାପଡିଛି । ବର୍ତ୍ତମାନ … Read More

ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୨ରେ ପହଁଚିଛି । ତେବେ ମୃତକଙ୍କ ମଧ୍ୟରୁ ଜଣେ ଗଞ୍ଜାମ ଜିଲ୍ଲାର ୭୦ ବର୍ଷୀୟ ବୃଦ୍ଧ ଅଛନ୍ତି … Read More