ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଦୁଃଖିତ । ତାଙ୍କ ଆତ୍ମାର ସଦଗତି … Read More

ସୁଶାନ୍ତ ୧୦ ଦିନ ପୂର୍ବରୁ ମା’ଙ୍କ ନାଁରେ ଲେଖିଥିଲେ ଶେଷ ପୋଷ୍ଟ

ମୁମ୍ବାଇ, (ଓଡିଶା ଟାଇମ୍) : ଲୋକପ୍ରିୟ କଳାକାର ସୁଶାନ୍ତ ସିଂହ ରାଜପୁତ ଆଜି ବେକରେ ରସି ଲଗାଇ ଆତ୍ମହତ୍ୟା କରିଛନ୍ତି l ତାଙ୍କ ଘରୋଇ ସହାୟକ ତାଙ୍କ ମୃତଦେହ ପଙ୍ଖାରେ ଝୁଲିଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ l ସୂଚନା ପାଇ … Read More

ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଜି ଆତ୍ମହତ୍ୟା କରିଛନ୍ତି । ମୁମ୍ବାଇର ବାନ୍ଦ୍ରା ସ୍ଥିତ ଘରେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ତାଙ୍କ ଘରର ଚାକର କହିଛି । ତେବେ ସୁଶାନ୍ତ ମୃତ୍ୟୁକୁ … Read More

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା, ନିଜ ଘରେ ଲଗାଇଲେ ଫାଶୀ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଜଗତର ସଫଳ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କର ଆଜି ମୃତ୍ୟୁ ଘଟିଛି । ମୁମ୍ବାଇ ବାନ୍ଦ୍ରା ସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ସେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି … Read More

ଆଜି UAEରୁ ଫେରିବେ ୨୧୫ ଜଣ ପ୍ରବାସୀ ଓଡିଆ

ଭୁବନେଶ୍ବର, (ଓଡିଶା ଟାଇମ୍) : ଲକ୍‌ଡାଉନ୍‌ ଯୋଗୁ ଦୁବାଇରେ ଫସିଥିବା ୨୧୫ ପ୍ରବାସୀ ଓଡ଼ିଆଙ୍କୁ ଧରି ଓଡ଼ିଶା ଫେରୁଛି ଏକ ସ୍ୱତନ୍ତ୍ର ବିମାନ। ପ୍ରବାସୀ ଓଡ଼ିଆଙ୍କୁ ଧରି Air Arabiaର ଏକ ସ୍ୱତନ୍ତ୍ର ବିମାନ ଆଜି ଶାର୍‌ଜାହ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଛାଡ଼ିବ। … Read More

ଆଜି ରଜ ସଜବାଜ, କରୋନା ପାଇଁ ଚଳିତବର୍ଷ ଦେଖିବାକୁ ମିଳିବନି ଦୋଳି ଖେଳର ମଜା…

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌):  ଆଜି ପହିଲି ରଜ। ଆନନ୍ଦ ଉଲ୍ଲାସର  କେତେ ଆଶା ଓ ଉଦ୍ଦୀପନା ନେଇ ଏହା ସବୁ ବର୍ଷ ପରି ଆମ ଆଗରେ ଉପସ୍ଥିତ। କିନ୍ତୁ ଏ ବର୍ଷ କରୋନା ସଂକ୍ରମଣ ସ୍ଥିତି ଦେଖି ଲକ୍‌ଡାଉନ୍ ଯୋଗୁ ଫିକାପଡିଛି … Read More

ପାରମ୍ପାରିକ ପର୍ବ ରଜ ପର୍ବ, କେତେଦିନ ପାଳନ କରାଯାଏ, ପହିଲି ରଜ ମହତ୍ତ୍ଵ… 

ଆଜି ରଜର ପ୍ରଥମ ଦିନ। ସେଥିପାଇଁ ଗାଁରୁ ସହର ହୋଇ ଉଠିଛି ଚଳଚଞ୍ଚଳ ରଜ ଏପରି ଏକ ପର୍ବ ଯେଉଁ ପର୍ବକୁ ପ୍ରତିଟି ଓଡ଼ିଆ ପାଳନ କରିବା ଲାଗି ବର୍ଷ ଯାକ ଅପେକ୍ଷା କରିଥାନ୍ତି । ରଜ ନାଁ ଶୁଣିଲେ ପ୍ରତିଟି … Read More

ପୁରୀରେ ରଥ ନିର୍ମାଣ ଚୂଡାନ୍ତ ପର୍ଯ୍ୟାୟରେ : ରଙ୍ଗ ଓ ସିଲାଇ କାମ ଜୋରଦାର

ଭୁବନେଶ୍ଵର, (ଓଡିଶା ଟାଇମ୍) : କରୋନା ସଙ୍କଟ ଭିତରେ ଏଥର ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନକୁ ନେଇ ଯେଉଁ ଅନିଶ୍ଚିତତା ଲାଗି ରହିଥିଲା ତାକୁନେଇ ଏବେ ରାସ୍ତା ସଫା ହେବାରେ ଲାଗିଛି। ଶ୍ରୀମନ୍ଦିର ପ୍ରଶାସନ ଆଜି ମହାନାୟକ, ପୂଜାପଣ୍ଡା ଏବଂ … Read More

ଟେଲି କଳାକାର ଜଗେଶ ମୁକାତିଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଟେଲି କଳାକାର ଜଗେଶ ମୁକାତିଙ୍କ ପରଲୋକ । ଅମିତା କା ଅମିତ ଓ ଶ୍ରୀ ଗଣେଷ ଭଳି ଟେଲି ଧାରାବାହିକରେ ଅଭିନୟ କରିଥିବା‌ ଅଭିନେତା ଜଗେଶ ମୁକାତିଙ୍କ ପରଲୋକ ହୋଇଯାଇଛି । ନିଃଶ୍ୱାସ ନେବାରେ କଷ୍ଟ … Read More

ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ଫୁଲୁରି ତେଲ

ଭୁବନେଶ୍ବର, (ଓଡିଶା ଟାଇମ ) : ଦେବସ୍ନାନ ପୂର୍ଣ୍ଣିମା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଜ୍ୱରରେ ପୀଡ଼ିତ ଅଛନ୍ତି । ତେଣୁ ଅଣସର ଘରେ ଶ୍ରୀଜୀଉଙ୍କ ଗୁପ୍ତ ସେବା ଚାଲିଛି । ଆଜି ବଡ଼ ଓଡ଼ିଆ ମଠ ପକ୍ଷରୁ ପଠାଯିବା ଫୁଲୁରି ତେଲ … Read More