ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୩ ଜଣ କୋଭିଡ ପଜିଟିଭ
ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ … Read More