୭୯ ସଂକ୍ରମିତଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୧୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୭୯ ସଂକ୍ରମିତଙ୍କ ତଥ୍ୟ ଦେଇଛନ୍ତି … Read More

ଆଇଏଏସ ସୁଜାତା କାର୍ତ୍ତିକେୟନଙ୍କ ପିତାଙ୍କ ଦେହାନ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ମିଶନ ଶକ୍ତି ନିର୍ଦ୍ଦେଶିକା ଆଇଏଏସ ସୁଜାତା କାର୍ତ୍ତିକେୟନଙ୍କ ପିତା ଡାକ୍ତର ଅକ୍ଷୟ କୁମାର ରାଉତଙ୍କ ପରଲୋକ ହୋଇଛି । ଡାକ୍ତର ରାଉତ ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଥିଲେ । ଆଜି ସଂଧ୍ୟାରେ ଶେଷ … Read More

ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀକୁ ଅନୁମତି

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ଶୀତଳ ଷଷ୍ଠୀ ଶିବ ପାର୍ବତୀ ବିବାହ ପାଇଁ ମିଳିଛି ପ୍ରଶାସନିକ ଅନୁମତି । ବିଏମସି କମିଶନଙ୍କ ପକ୍ଷରୁ ମିଳିଛି ଅନୁମତି । ତେବେ ଏଥିପାଇଁ କେତେକ କଟକଣା ମଧ୍ୟ ରଖିଛି ବିଏମସି । ବିନା ଶୋଭାଯାତ୍ରା ଓ … Read More

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବଢ଼ିପାରେ ଗ୍ରୀଷ୍ମ ପ୍ରବାହ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି । ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି ହୋଇଛି । ଆସନ୍ତା ୭ ଦିନ ପର୍ୟ୍ୟନ୍ତ ଅସହ୍ୟ ତାତି ଓ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ … Read More

କଳାହାଣ୍ଡିରେ କୋରୋନା ସନ୍ଦିଗ୍ଧଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : କଳହାଣ୍ଡି ଜିଲ୍ଲାରେ ଜଣେ କୋରୋନା ସନ୍ଦିଗ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ଜୁନାଗଡ଼ ବ୍ଲକ ଅଞ୍ଚଳର ୩୫ ବର୍ଷୀୟ ଯୁବକ ବୋଲି ସୂଚନା ରହିଛି । କୋରୋନା ଲକ୍ଷଣ ନେଇ ସେ ହାବସପୁର କ୍ୱାରେଣ୍ଟାଇନରେ … Read More

ଦିଲ୍ଲୀ ଏୟାରପୋର୍ଟରୁ ୮୨ ବିମାନ ବାତିଲ୍, ଯାତ୍ରୀ ନିରାଶ

ଭୁବନେଶ୍ବର, (ଓଡିଶା ଟାଇମ୍) :ଦେଶରେ ଆଜିଠାରୁ ଘରୋଇ ବିମାନ ଉଡାଣ ଆରମ୍ଭ ହୋଇଛି । କିନ୍ତୁ କିଛି ଯାତ୍ରୀଙ୍କୁ ପ୍ରଥମ ଦିନରେ ହିଁ ନିରାଶ ହେବାକୁ ପଡିଛି । ମଧ୍ୟରାତ୍ରିରେ ବହୁ ଯାତ୍ରୀ ବିମାନବନ୍ଦରରେ ପହଞ୍ଚିଥିଲେ ବି ଶେଷ ସମୟରେ ଉଡାଣ … Read More

ସ୍ନାନଯାତ୍ରା ପାଇଁ ୧୫୦ ଦଇତାପତି !

ଭୁବନେଶ୍ବର, (ଓଡିଶା ଟାଇମ୍) : ସ୍ନାନଯାତ୍ରାରେ ପହଣ୍ଡିବେଳେ ଦଇତାପତି ସେବକଙ୍କ ସଂଖ୍ୟା ହ୍ରାସ କରାଯାଇଛି । ଚତୁର୍ଧାମୂର୍ତ୍ତିଙ୍କ ପହଣ୍ଡିରେ ରହିବେ ୧୫୦ ଜଣ ଦଇତା । ଜଗନ୍ନାଥଙ୍କ ପାଇଁ ୬୦ଜଣ, ବଳଭଦ୍ରଙ୍କ ପାଇଁ ୫୦ ଜଣ ଓ ଦେବୀ ସୁଭଦ୍ରାଙ୍କ ପାଇଁ … Read More

ଆସନ୍ତାକାଲିଠୁ ମାଟ୍ରିକ୍ ଖାତା ମୂଲ୍ୟାୟନ, ୬୦ଟି କେନ୍ଦ୍ରରେ ହେବ ଖାତାଦେଖା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତକାଲିଠାରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହେବ । ରାଜ୍ୟର ୬୦ ଟି ସେଣ୍ଟରରେ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଖାତା ଦେଖା ପାଇଁ ପ୍ରସ୍ତୁତ ହୋଇଥିବା ୬୦ … Read More

ଇଦ ପାଇଁ ରାଜଧାନୀରେ ‌ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଜି ପବିତ୍ର ଇଦ । ଇସଲାମ ଧର୍ମାବଲମ୍ବୀଙ୍କ ପାଇଁ ଇଦ ଏକ ବଡ ପର୍ବ । ସାରା ଦେଶରେ ହର୍ଷ ଉଲ୍ଲାସର ସହ ପାଳନ ହେଉଛି । ଏହାକୁ ଦ୍ରୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ … Read More

ଆସନ୍ତାକାଲିଠୁ କଟକରେ ଅନଲାଇନରେ ବିକ୍ରି ହେବ ମଦ

ଭୁବନେଶ୍ବର, (ଓଡିଶା ଟାଇମ୍): ଆସନ୍ତାକାଲିଠାରୁ କଟକରେ ଅନଲାଇନରେ ମଦ ବିକ୍ରି ପାଇଁ ସଂଘ ଶେଷରେ ରାଜି ହୋଇଛି। କିନ୍ତୁ ଜୋମାଟୋ କିମ୍ବା ସ୍ୱିଗି ନୁହଁ, ବରଂ ଦୋକାନୀଙ୍କ ଦ୍ୱାରା ନିଯୁକ୍ତ ବ୍ୟକ୍ତି ହିଁ ଗ୍ରାହକଙ୍କୁ ମଦ ଡେଲିଭରି ଦେବେ ବୋଲି ସଂଘ … Read More