ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ … Read More

ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଶନିବାର ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ । କୋରାପୁଟ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ସଭାଗୃହରେ ଆୟୋଜିତ ଉତ୍ସବରେ … Read More

ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୨୬୪ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୬ ବୃଦ୍ଧି ପାଇଛି । … Read More

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୪୯୨ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୫୪ … Read More

୭୧ତମ ସମ୍ବିଧାନ ଦିବସରେ ସଂସଦର ସ୍ୱତନ୍ତ୍ର ସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା taim): ଦେଶରେ ଶୁକ୍ରବାର ସମ୍ବିଧାନ ଦିବସ ପାଳିତ ହୋଇଛି। ୭୧ତମ ସମ୍ବିଧାନ ଦିବସ ଅବସରରେ ସଂସଦ ଭବନ କେନ୍ଦ୍ରୀୟ ହଲରେ ଅନୁଷ୍ଠିତ ସ୍ୱତନ୍ତ୍ର ସଭାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ … Read More

ବିଦେଶ ଫେରନ୍ତାଙ୍କ ପାଇଁ ୧୦ଦିନ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ ହେଉ : DMET

ଭୁବନେଶ୍ବର, (ଓଡିଶା ଟାଇମ୍): ପୁଣି ଥରେ ଚିନ୍ତା ବଢ଼ାଇଲା କରୋନା ଭାଇରସ୍‌ର ନୂଆ ଭାରିଏଣ୍ଟ । ଏ ନେଇ ଡ଼ିଏମଇଟି ରମା ରମଣ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଦକ୍ଷିଣ ଆଫ୍ରିକା, ହଂକଂ ଓ ବୋଟସଓ୍ବାନା ଭଳି ଦେଶରୁ … Read More

ଅଶ୍ଳୀଳ ଭିଡିଓ ମାମଲାରେ ବଢିଲା ରାଜ କୁନ୍ଦ୍ରାଙ୍କ ଅଡୁଆ, ଜାମିନ ଆବେଦନ ଖାରଜ କଲେ ବମ୍ବେ ହାଇକୋର୍ଟ

ମୁମ୍ବାଇ, (ଓଡିଶା ଟାଇମ୍): ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା ହୁଏତ ଜେଲରୁ ବାହାରି ଆସିଛନ୍ତି, କିନ୍ତୁ ତାଙ୍କର ଅସୁବିଧା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏହି ସମୟରେ, ତାଙ୍କୁ କୋର୍ଟରୁ ଆଉ ଏକ ବଡ ଝଟକା ଲାଗିଛି। ଅଶ୍ଳୀଳ ଭିଡିଓ … Read More

ବାଲେଶ୍ବରରେ BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର, (ଓଡିଶା ଟାଇମ୍ ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡିହେଲା ବାଲେଶ୍ବର ଜିଲ୍ଲା । ବାଲେଶ୍ବର ଗସ୍ତରେ ଆସି ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୧୫୫୩ କୋଟି ଟଙ୍କାର ବିଭିନ୍ନ … Read More

ED ଅଫିସରେ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶୃତି, ୪ର୍ଥ ଥର ନୋଟିସ୍ ପରେ ହାଜର

ଭୁବନେଶ୍ବର, (ଓଡିଶା ଟାଇମ୍): ଇଡିରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶୃତି । ଇଡି ପକ୍ଷରୁ ବାରମ୍ବାର ନୋଟିସ୍ ପରେ ବି ହାଜର ହୋଇନଥିଲେ ଶୃତି ପାଣିଗ୍ରାହୀ । ଚତୁର୍ଥ ଥର ନୋଟିସ୍ ପରେ ଶ୍ରୃତି ଇଡି … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୦ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୫ … Read More