ଅନୁଗୁଳରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଅନଗୁଳ, (ଓଡିଶା ଟାଇମ୍): ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୁଳ ଗସ୍ତ କରିଛନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ର ଶୁଭାରମ୍ଭ କରିଛନ୍ତି। ସ୍ଥାନୀୟ ଷ୍ଟାଡିୟମ ପରିସରରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ପ୍ରଦାନ କରିଛନ୍ତି । … Read More

ସହରାଞ୍ଚଳର ହେବ ଉନ୍ନତିକରଣ, ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ଷା ଯୋଗୁଁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, … Read More

ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଚଳିତବର୍ଷର ଅଫଲାଇନ୍ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏବର୍ଷ ଅଫଲାଇନ୍ ପରୀକ୍ଷାରେ ୬୮.୬୬ ପ୍ରତିଶତ ପାସ୍ ହାର ରହିଛି । ମୋଟ୍ ୮ ହଜାର ୪୬୦ … Read More

ଆଜି ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଓ ଢେଙ୍କାନାଳ ଗସ୍ତ : BSKY ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବାଣ୍ଟନ

ଭୁବନେଶ୍ବର, (ଓଡିଶା ଟାଇମ୍):  ଆଜି ଅବିଭକ୍ତ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ନବୀନ । ଏହାସହ … Read More

କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୨୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୧ ବୃଦ୍ଧି ପାଇଛି … Read More

୨୪ ଘଣ୍ଟାରେ ବାହାରିଲେ ୨୩୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା … Read More

ରୁଦ୍ରପ୍ରସନ୍ନଙ୍କୁ ମିିଳିଲା ଜାତୀୟ ଲାଡଲୀ ମିଡିଆ ଆୱାର୍ଡ

ଭୁବନେଶ୍ୱର,(ଓଡିଶା ଟାଇମ୍) :- ସାମାଜିକ ଲିଙ୍ଗଗତ ସମ୍ବେଦନଶୀଳତାପାଇଁ ଜାତୀୟ ସ୍ତରରେ ଦିଆଯାଉଥିବା ଲାଡଲୀ ମିଡିଆ ଏଣ୍ଡ ଆଡଭାରଟାଇଜିଂ ଆୱାର୍ଡ ୨୦୨୧ ଘୋଷଣା କରାଯାଇଛି । ଓଡିଶାରୁ ବରି ସାମ୍ବାଦିକ ଏବଂ ସ୍ତମ୍ଭକାର ରୁଦ୍ରପ୍ରସନ୍ନ ରଥ ଏହି । ପୁରସ୍କାର ପାଇବାକୁ ଯୋଗ୍ୟ … Read More

କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତି ସତ୍ତ୍ୱେ ଚାଷୀଙ୍କ ଆନ୍ଦୋଳନ ବନ୍ଦ ହେବନି

ନୂଆଦିଲ୍ଲୀ, (ଓଡିଶା ଟାଇମ୍):  କେନ୍ଦ୍ର ସରକାର ଆଣିଥିବା ୩ଟି ଯାକ ବିବାଦୀୟ କୃଷି ଆଇନକୁ ଶେଷରେ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି। କୃଷି ଆଇନ ପ୍ରତ୍ୟାହାର ହେବ ବୋଲି ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ଦୀର୍ଘ ଦିନ ହେଲା କୃଷି … Read More

କୃଷି ଆଇନ ପ୍ରତ୍ୟାହାରକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, କେନ୍ଦ୍ରର ନିଷ୍ପତ୍ତି ସ୍ୱାଗତ ଯୋଗ୍ୟ କହିଲେ ନବୀନ

ଭୁବନେଶ୍ବର, (ଓଡିଶା ଟାଇମ୍): ୩ କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଲେ ସରକାରଙ୍କ ନିଷ୍ପତ୍ତି ଅତ୍ୟ ସ୍ୱାଗତ୍ୟ ଯୋଗ୍ୟ । ବିଜେଡି ସର୍ବଦା କୃଷକଙ୍କ ହିତରେ ରହିଛି ଓ ରହିଥିବ । ପୂର୍ବରୁ … Read More

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତ ଆସୁଛନ୍ତି ଡ. ଏ ଚେଲ୍ଲାକୁମାର

ଭୁବନେଶ୍ବର, ( ଓଡିଶା ଟାଇମ୍): ଆଜିଠୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ ଚେଲ୍ଲାକୁମାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେବାଦଳର ସଦ୍‌ଭାବନା ରାଲି ନେଇ ପ୍ରସ୍ତୁତି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଥି ସହିତ କଟକ … Read More