କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୨୭୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୧ ବୃଦ୍ଧି ପାଇଛି … Read More

୨୪ ଘଣ୍ଟାରେ ବାହାରିଲେ ୨୭୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୭୪୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯ … Read More

ଆଜି କଳାହାଣ୍ଡି ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି କଳାହାଣ୍ଡି ଯିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଭବନୀପାଟଣା ଓୟୁଏଟି ଅଡିଟୋରିୟମରେ ବ୍ୟାପକ ବ୍ୟବସ୍ଥା … Read More

କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍):ଓଡ଼ିଶାର ଜଣାଶୁଣା କାର୍ଟୁନିଷ୍ଟ କିଶୋର ରଥଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୮ ବର୍ଷ ହୋଇଥିଲା। ହୃଦ୍‌ଘାତ ତାଙ୍କର ପରଲୋକ ହୋଇଛି। ତାଙ୍କ ପୁଅ ଦେବଦଳନ ରଥ ଏହି ସୂଚନା ଦେଇଛନ୍ତି।  ଦୈନିକ ଖବର କାଗଜ … Read More

ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଓଡିଆ ଚଳଚିତ୍ର ‘୨ ଚକୋଲେଟ୍‌’ ର ପ୍ରିମିୟର

ଭୁବନେଶ୍ବର, (ଓଡିଶା ଟାଇମ୍) : ୫ ନଭେମ୍ବର ୨୦୨୧ ଶୁକ୍ରବାରଠାରୁ ଓଡିଶାର ପ୍ରିମିୟମ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଓଡିଆ ଚଳଚିତ୍ର ୨ ଚକୋଲେଟ୍ ଷ୍ଟ୍ରିମିଙ୍ଗ ଆରମ୍ଭ କରାଯାଇଛି। ଏହା ଏକ ନୂତନ ପଦକ୍ଷେପ ଯେଉଁଠି ବଡ ବଜେଟ୍ ର ପିଲ୍ମକୁ ଓଟିଟି … Read More

୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଅନିଲ ଦେଶମୁଖ

ମୁମ୍ବାଇ, (ଓଡିଶା ଟାଇମ୍):ମନି ଲଣ୍ଡରିଂ କେସରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଆଜି ସ୍ବତନ୍ତ୍ର ପିଏମ୍‌ଏଲଏ କୋର୍ଟରେ ହାଜର କରାଯାଇଥିଲା । ଶୁଣାଣି ପରେ କୋର୍ଟ ଅନିଲ ଦେଶମୁଖଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । … Read More

ବିଜେଡିରେ ମିଶିଲେ ପ୍ରଦୀପ ମାଝୀ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଜେଡିରେ ମିଶିଲେ ପ୍ରଦୀପ ମାଝୀ । ବିଜୁ ବାବୁଙ୍କ ଫଟୋ ଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ପରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦେଲେ ପ୍ରଦୀପ ମାଝୀ। ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ … Read More

ଅହମଦନଗରରେ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ; ୧୦ ମୃତ

ମୁମ୍ବାଇ, (ଓଡିଶା ଟାଇମ୍): ଶନିବାର ସକାଳେ ମହାରାଷ୍ଟ୍ରର ଅହମ୍ମଦନଗରର ଜିଲା କୋଭିଡ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।  ଜିଲା ହସ୍ପିଟାଲର ଆଇସିୟୁ ୱାର୍ଡରେ ଏହି  ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ … Read More

ମହିଳାମାନଙ୍କୁ ନେଇ ଶସ୍ତା ରାଜନୀତି କରୁଛନ୍ତି ବିରୋଧୀ : ବିଜେଡି

ଭୁବନେଶ୍ବର, (ଓଡିଶା ଟାଇମ୍): ମହିଳାମାନଙ୍କୁ ନେଇ ଶସ୍ତା ରାଜନୀତି କରୁଛି ବିଜେପି । ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଓ ଯୁବ ମୋର୍ଚ୍ଚାର ମହା ସଚିବ ଏଲିନା ଦାସ ସାମ୍ବାଦିକ ସମ୍ମିଳନୀରେ ଏଭଳି ଅଭିଯୋଗ ଆଣିଛନ୍ତି । ଇତିଶ୍ରୀ ଓ … Read More

ଆଉ ୧୪ ଟଙ୍କା ଭ୍ୟାଟ୍ କମାନ୍ତୁ ରାଜ୍ୟ ସରକାର : ସମୀର ମହାନ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍):  ଦୀପାବଳି ପୂର୍ବଦିନ ପେଟ୍ରୋଲ, ଡିଜେଲ ଉପରେ ଉତ୍ପାଦ ଶୁଳ୍କ କମାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସାଧାରଣ ଲୋକଙ୍କୁ ବଡ ଆଶ୍ବସ୍ତି ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ସମୀର … Read More