କମିଲା ପୁଣି ତୈଳ ଦର, ପେଟ୍ରୋଲ ଓ ଡିଜେଲ ଉପରୁ ୩ଟଙ୍କା ଭ୍ୟାଟ୍ ହ୍ରାସ

ଭୁବନେଶ୍ବର, (ଓଡିଶା ଟାଇମ୍): ପୁଣି ହ୍ରାସ ପାଇଲା ତେଲ ଦର । ଦୀପାବଳିରେ ରାଜ୍ୟବାସୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପେଟ୍ରୋଲ ଏବଂ ଡିଜେଲ ଦର ଉପରୁ ଭ୍ୟାଟ୍ ହ୍ରାସ କରିଛନ୍ତି ରାଜ୍ୟ ସରକାର । ଭ୍ୟାଟ୍ ହ୍ରାସ … Read More

କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୩୫୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୪୭ ବୃଦ୍ଧି ପାଇଛି … Read More

୨୪ ଘଣ୍ଟାରେ ବାହାରିଲେ ୩୫୧ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୭୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୭ … Read More

ଯୁବକଙ୍କ ଆତଙ୍କରାଜ, ଆପାର୍ଟମେଣ୍ଟରେ ପଶି ଟେକା ମାଡ ସହ କଲେ ଭଙ୍ଗାରୁଜା

ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ୱର ସହିଦ ନଗରସ୍ଥିତ ବଙ୍କୁଆଳରେ ଥିବା ଏକ ଆପାର୍ଟମେଣ୍ଟରେ ଦୁଇ ଜଣ ଦୁର୍ବୃତ୍ତ ପଶି ଗୁଣ୍ଡାରାଜ କରିବା ସହ ଲୋକଙ୍କୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏନେଇ ସହିଦନଗର ଥାନାରେ ଅଭିଯୋଗ ହୋଇଛି।  ଦୁର୍ବୃତ୍ତମାନେ ସ୍ଥାନୀୟ ଅଞ୍ଚଳର … Read More

ଶ୍ରୀମନ୍ଦିର ଆଖପାଖରେ ୧୪୪ ଧାରା

ପୁରୀ, (ଓଡିଶା ଟାଇମ୍): ଆଜି  ଦୀପାବଳି। ତେବେ ଭିଡ଼ ଆଶଙ୍କାରେ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି। କେବଳ ଦର୍ଶନ ବନ୍ଦ ହୋଇନାହିଁ, ସିଂହଦ୍ୱାର ସମ୍ମୁଖରେ କାଉଁରିଆ କାଠି ଜାଳିବା ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ପ୍ରତିବର୍ଷ ଦୀପାବଳି … Read More

ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍): ଗୁରୁବାର ଆଲୋକର ପର୍ବ ଦୀପାବଳି । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି । ମା' … Read More

ସରକାରଙ୍କ ଦୀପାବଳି ଉପହାର: ପେଟ୍ରୋଲ ୫ ଟଙ୍କା ଓ ଡିଜେଲ୍ କମିଲା ୧୦ ଟଙ୍କା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ମହଙ୍ଗା ମାଡ଼ରେ ଆଉଟ ପାଉଟ ହେଉଥିବା ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଦୀପାବଳି ଭେଟି ସ୍ୱରୂପ କେନ୍ଦ୍ର ସରକାର ପେଟ୍ରୋଲର ଲିଟର ପିଛା ଦର ୫ ଟଙ୍କା ଓ ଡିଜେଲ ଦର ୧୦ ଟଙ୍କା … Read More

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର

କଟକ, (ଓଡିଶା ଟାଇମ୍): ଓଡିଶା ହାଇକୋର୍ଟରେ ନିଯୁକ୍ତ ହେଲେ ଆଉ ଜଣେ ନୂଆ ବିଚାରପତି। ଆଦିତ୍ୟ କୁମାର ମହାପାତ୍ର ହେଲେ ହାଇକୋର୍ଟ ବିଚାରପତି। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ … Read More

ମା’ ଝିଅଙ୍କୁ ଛୁରାମାଡ଼ ଘଟଣା; ହସ୍ପିଟାଲରୁ ଡିସଚାର୍ଜ ଅଭିଯୁକ୍ତଙ୍କୁ ଅଟକ ରଖିଲା ପୁଲିସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ବର ଶୈଳଶ୍ରୀ ବିହାରରେ ମହିଳା ବେଶରେ ପଡୋଶୀଙ୍କ ଘରେ ପଶି ଛୁରାମାଡ କରିଥିବା ରୂପେଶ ପଣ୍ଡା ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ଆକ୍ରମଣକାରୀ ରୂପେଶ ପଣ୍ଡାଙ୍କୁ ଅଟକ ରଖିଛି ପୋଲିସ । … Read More

ଦୀପାବଳି ପାଇଁ ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା

ପୁରୀ, (ଓଡିଶା ଟାଇମ୍): ଦୀପାବଳୀ ପାଇଁ ଲାଗିଲା କଟକଣା । ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା ହେଲା ଲାଗୁ । ଭିଡ଼କୁ ଦେଖି ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଖବର ଅନୁଯାୟୀ, ଆସନ୍ତାକାଲି ପବିତ୍ର ଦୀପାବଳୀ । … Read More