ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆକସ୍ମିକ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି ହଠାତ୍ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିବ । ଆଜିର କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ … Read More

ଏୟାରଲିଫ୍ଟ ହେଲେ ମନ୍ତ୍ରୀ ପ୍ରତାପ ଜେନା

ଭୁବନେଶ୍ବର, (ଓଡିଶା ଟାଇମ୍): ଏୟାରଲିଫ୍ଟ ହେଲେ ଆଇନ ମନ୍ତ୍ରୀ ପ୍ରତାପ ଜେନା । ଏୟାର ଆମ୍ବୁଲାନ୍ସ ଯୋଗେ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଏବେ ଫୁଲବାଣୀରୁ ଭୁବନେଶ୍ବର ଅଣାଯାଉଛି । ଭୁବନେଶ୍ବରରେ ପହଞ୍ଚିବା ପ​‌ରେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯିବ … Read More

କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୮୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି … Read More

କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଭୁବନେଶ୍ବର, (ଓଡିଶା ଟାଇମ୍): କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡା ଓ କାଳିମାଡ ହୋଇଛି । ଏହାସହ ମନ୍ତ୍ରୀଙ୍କ ଗାଡ଼ିକୁ କଳାପତାକା ପ୍ରଦର୍ଶନ କରିଛି କଂଗ୍ରେସ । ଭୁବନେଶ୍ୱର ବିମାନ ବନ୍ଦର ଛକରେ ଘଟିଛି ଏହି ଘଟଣା । ଖବର ଅନୁଯାୟୀ, ଏକ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ … Read More

୨୪ ଘଣ୍ଟାରେ ବାହାରିଲେ ୪୮୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୪୫୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ … Read More

ଓଏଏସ ସ୍ତରରେ ଅଦଳ ବଦଳ

ଭୁବନେଶ୍ବର, (ଓଡିଶା ଟାଇମ୍): ଓଏଏସ ସ୍ତରରେ ଅଦଳ ବଦଳ । ବରିଷ୍ଠ ଓଏଏସ୍‌ କମଲ ଲୋଚନ ମିଶ୍ର ନବରଙ୍ଗପୁରର ନୂଆ ଜିଲ୍ଲାପାଳ ହୋଇଛନ୍ତି । ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ (ଏଡିଏମ)ଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତରିକ୍ତ ସଚିବ ଭାବେ ବଦଳି … Read More

ଏଲଓସି ନିକଟରେ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ, ଲେଫ୍ଟନାଣ୍ଟଙ୍କ ସମେତ ୨ ଯବାନ ସହିଦ

ଶ୍ରୀନଗର, (ଓଡିଶା ଟାଇମ୍): ଜାମ୍ମୁ-କାଶ୍ମୀରର ରାଜୌରୀ ଜିଲ୍ଲାରେ ନିୟନ୍ତ୍ରଣ ରେଖା ନିକଟରେ ଲ୍ୟାଣ୍ଡ ମାଇନ୍‌ ବ୍ଲାଷ୍ଟ ଯୋଗୁ ଜଣେ ସେନା ଅଧିକାରୀଙ୍କ ସମେତ ଦୁଇ ଯବାନ ସହିଦ ହୋଇଛନ୍ତି। ଏଥିରେ ଅନ୍ୟ ୩ ଜଣ ଯବାନ ଆହତ ମଧ୍ୟ ହୋଇଛନ୍ତି। ମିଳିଥିବା … Read More

ବିଜେଡିରେ ମିଶିଲେ ସିପିଏମ୍‌ ନେତା ନବକିଶୋର ମହାନ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍): ବିଜେଡିରେ ମିଶିଲେ ସିପିଏମ୍‌ ନେତା ନବକିଶୋର ମହାନ୍ତି । ସେ ୪୦ବର୍ଷ ଧରି ସିପିଏମ୍‌ରେ କାମ କରିଥିଲେ । ତାଙ୍କ ସହ ୪୨ଟି ଶ୍ରମିକ ସାମୁଖ୍ୟ ସଙ୍ଗଠନ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡିରେ ସାମିଲ … Read More

ଭାଟିକାନ ସିଟିରେ ପୋପ ଫ୍ରାନସିସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ରୋମ,(ଓଡିଶା ଟାଇମ୍) : ସଂପ୍ରତି ଦୁଇ ଦିନିଆ ଇଟାଲି ଗସ୍ତରେ ଥିବା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭାଟିକାନ ସିଟି ଯାଇ ପୋପ୍‍ ଫ୍ରାନସିସଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହିତ ଏନଏସଏ ଅଜିତ ଡୋଭଲ ଏବଂ ବୈଦେଶିକ ବ୍ୟାପାରମନ୍ତ୍ରୀ ଏସ … Read More