ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୮ କରୋନା ପଜିଟିଭ୍
ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୧୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ … Read More