ଖାରଜ୍ ହେଲା ଜାମିନ୍ ଆବେଦନ, ଜେଲ୍ ଗଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବ
ଖୋର୍ଦ୍ଧା, (ଓଡିଶା ଟାଇମ୍): ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଶୁକ୍ରବାର ପ୍ରଶାନ୍ତଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି ଖୋର୍ଦ୍ଧା ଏଡିଜେ-୧ କୋର୍ଟ । ଆଜି ଏଡିଜେ … Read More











