ବିଧାୟକଙ୍କ କାର୍‌କୁ ଫାଇନ, ବେଆଇନ ଭାବେ ଶ୍ରୀମନ୍ଦିର ସମ୍ମୁଖ ରାସ୍ତାରେ କରିଥିଲା ପ୍ରବେଶ

ପୁରୀ, (ଓଡିଶା ଟାଇମ୍): ବିଧାୟକଙ୍କ କାର୍‌କୁ ଫାଇନ୍ । ଶ୍ରୀମନ୍ଦିର ସମ୍ମୁଖ ରାସ୍ତାରେ ବିଧାୟକଙ୍କ ଚାରିଚକିଆ ଯାନ ନିୟମ ଉଲ୍ଲଘଂନ କରି ପ୍ରବେଶ କରିବା ଘଟଣାକୁ ନେଇ ପୁରୀ ପୋଲିସ ଚାଲାଣ କାଟିଛି। ଭଦ୍ରକ  ଚାନ୍ଦବାଲି ବିଧାୟକ ବ୍ୟମକେଶ ରାୟଙ୍କ କାରକୁ … Read More

ବ୍ରହ୍ମଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବାଣ୍ଟିବେ ହେଲଥ କାର୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ବ୍ରହ୍ମଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ରହ୍ମଗିରିରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟିବେ ମୁଖ୍ୟମନ୍ତ୍ରୀ। ଏଥି ସହିତ ବିଭିନ୍ନ ଜନକଲ୍ୟାଣ ଯୋଜନା ସହ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ … Read More

ଲଖିମପୁର ଖେରି ମାମଲା: ମୃତକଙ୍କ ପରିବାରକୁ ୫୦-୫୦ ଲକ୍ଷ ସହାୟତା ଦେବେ ପଞ୍ଜାବ ଓ ଛତିଶଗଡ଼ ସରକାର

ଲଖିମପୁର, (ଓଡିଶା ଟାଇମ୍): ଲଖିମପୁର ଖେରିରେ ହିଂସାରେ ପ୍ରାଣ ହରାଇଥିବା ୮ ଜଣଙ୍କ ପରିବାରକୁ ପଞ୍ଜାବ ଓ ଛତିଶଗଡ଼ ସରକାର ୫୦-୫୦ ଲକ୍ଷ ଟଙ୍କା ସହାୟତା କରିବ। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନି … Read More

“ଆମ ଘର ଆମ ହାଣ୍ଡିଶାଳ ସିଜିନ୍ -୨” ଲୋକାର୍ପିତ, ବିଶ୍ୱ ଦେଖିବ ଓଡ଼ିଆ ଖାଦ୍ୟର ମହକ

ଭୁବନେଶ୍ବର, (ଓଡିଶା ଟାଇମ୍): ଓଡ଼ିଶା ପର୍ଯ୍ୟଟନ ବିଭାଗ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ପାରମ୍ପରିକ ଶୁଦ୍ଧ ଓଡ଼ିଆ ଖାଦ୍ୟର ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ୱିତୀୟ ସଂସ୍କରଣକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଲୋକାର୍ପଣ … Read More

ରାଜଧାନୀକୁ ଫେରିଲା କଟକଣା, ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟ କଣ୍ଟେନମେଣ୍ଟ ଘୋଷଣା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କରୋନା ସଂକ୍ରମଣ ବିପଦ । ସେଥିପାଇଁ ସହରକୁ କିଛିଦିନର ନୀରବତା ପରେ ପୁଣିଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍ । ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରୁ କଣ୍ଟେନମେଣ୍ଟ ଜୋନ୍ ଫେରିଥିବା ବିଏମସି … Read More

ପୁଣି ସମୟ ମାଗିଲେ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ଝିଅ, EDରେ ହାଜର ହେବା ପାଇଁ ଥିଲା ନୋଟିସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍): ପୁଣି ସମୟ ମାଗିଲେ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ଝିଅ । ଓକିଲଙ୍କ ଜରିଆରେ ସମୟ ମାଗିଲେ ପ୍ରଦୀପ ଓ ତାଙ୍କ ଝିଅ । ହାଜର ହେବାକୁ ପ୍ରଦୀପ ଓ ତାଙ୍କ ଝିଅଙ୍କୁ ED ନୋଟିସ କରିଥିଲା … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା … Read More

ମହଙ୍ଗା ମାଡ, ପୁଣି ବଢ଼ିଲା ଏଲ୍‌ପିଜି ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ମାସ ଆରମ୍ଭରୁ ଗ୍ରାହକଙ୍କୁ ମହଙ୍ଗା ମାଡ । ସାଧାରଣ ଖାଉଟିଙ୍କ ଉପରେ ପୁଣି ମହଙ୍ଗା ମାଡ । ପୁଣି ରନ୍ଧନ ଗ୍ୟାସ ଦର ବୃଦ୍ଧି କରିଛନ୍ତି ପେଟ୍ରୋଲିୟମ କମ୍ପାନି । ସିଲିଣ୍ଡର ପିଛା ବୃଦ୍ଧି ପାଇଛି ୧୫ … Read More

କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୯୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । … Read More

୨୪ ଘଣ୍ଟାରେ ବାହାରିଲେ ୫୯୩ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୪୧୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୬ … Read More