୨୧୬ ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍-ଇନ୍ସପେକ୍ଟର : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍): ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍ଇନ୍ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ। … Read More











