ଆଜିଠୁ +୩ ପ୍ରଥମ ଓ ଦ୍ୱିତୀୟ ବର୍ଷର ପାଠପଢା
ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠୁ ଆରମ୍ଭ ହେବ ଯୁକ୍ତ ୩ ଦ୍ବିତୀୟ ବର୍ଷ ତଥା ୨୦୨୦-୨୧ ଶିକ୍ଷାବର୍ଷର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ ପାଠପଢ଼ା । କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀଙ୍କ କ୍ଲାସ ଆରମ୍ଭ କରାଯିବ । ମାସ୍କ ବ୍ୟବହାର ସହ … Read More











