ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ୍: ୧୨ ଟ୍ରେନ ବାତିଲ
ତାଳଚେର, (ଓଡିଶା ଟାଇମ୍): ତାଳଚେର ରୋଡରୁ ଅନୁଗୋଳ ଅଭିମୁଖେ ଯାଉଥିବା ଏକ ଗହମ ବୋଝେଇ ମାଲବାହୀ ଟ୍ରେନ୍ ଗତ ରାତିରେ ଲାଇନଚ୍ୟୁତ୍ ହୋଇଯାଇଛି। ଲଗାଣ ବର୍ଷା ଯୋଗୁ ଅନୁଗୋଳ-ତାଳଚେର ରୋଡର ଭୋଗବେରଣୀ ନିକଟସ୍ଥ ଏକ ପୋଲ ଦବି ଯିବାରୁ ଏହି ଦୁର୍ଘଟଣା … Read More











