ବାଦଲଫଟା ବର୍ଷା, ଜଣେ ମୃତ, ଅନେକ ନିଖୋଜ
ଶ୍ରୀନଗର, (ଓଡିଶା ଟାଇମ୍): ଜମ୍ମୁ-କଶ୍ମୀରର ବାରାମୁଲା ଜିଲ୍ଲାରେ ବାଦଲଫଟା ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁଁ କଫରନାର ଅଞ୍ଚଳରେ ହଠାତ୍ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ଭାସିଯାଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ନିଖୋଜ ହୋଇଥିବା ସୂଚନା ମିଳିଛି। … Read More











