ଆଫଗାନ ଛାଡ଼ି ପାରିବେ ବିଦେଶୀ, ଅନୁମତି ଦେଲା ତାଲିବାନ

କାବୁଲ, (ଓଡିଶା ଟାଇମ୍):ବନ୍ଧୁକ ମୁନରେ ଆଫଗାନିସ୍ତାନକୁ ଦଖଲ କରି ଅସ୍ଥାୟୀ ସରକାର ଗଠନ କରିଥିବା ତାଲିବାନ ଆଜି ବଡ଼ ସୂଚନା ଦେଇଛି। ତାଲିବାନ ଶାସନ ଯୋଗୁ ଆଫଗାନରେ ଫସି ରହିଥିବା ବିଦେଶୀ ନାଗରିକଙ୍କୁ ସୁରକ୍ଷିତ ନିଜ ଦେଶକୁ ଯିବାକୁ ଅନୁମତି ଦେବାକୁ … Read More

ଆତଙ୍କବାଦର ପ୍ରୋତ୍ସାହନ ପାଇଁ ଆଫଗାନିସ୍ତାନକୁ ବ୍ୟବହାର କରିବାକୁ ବରଦାସ୍ତ କରାଯିବ ନାହିଁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆଫଗାନିସ୍ତାନ ମାଟିକୁ କୌଣସି ପ୍ରକାର ଆତଙ୍କବାଦ ପାଇଁ କୌଣସି ବି ଉପାୟରେ ବ୍ୟବହାର କରାଯିବା ଅନୁଚିତ ଏବଂ ଏ ସମ୍ପର୍କରେ ତାଲିବାନ କରିଥିବା ତାହାର ଘୋଷଣାରେ ଅପରିବର୍ତ୍ତିତ ରହିବା ଆବଶ୍ୟକ ବୋଲି ଭାରତର ବୈଦେଶିକ ମନ୍ତ୍ରୀ ଏସ … Read More

କନ୍ଧମାଳ ଜ଼ିଲ୍ଲାରେ ସେରୋଲୋଜିକାଲ ସର୍ଭେ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠାରୁ କନ୍ଧମାଳ ଜ଼ିଲ୍ଲା ରାଇକିଆରୁ ସେରୋଲୋଜିକାଲ ସର୍ଭେ ଆରମ୍ଭ ହୋଇଛି l ଡାକ୍ତର ଜୟ ସିଂ ଖେତରୀ ଓ ଡାକ୍ତର ଅସିତ ମାନସିଂହଙ୍କ ନେତୃତ୍ୱରେ ଆରଏମଆରସିର ୧୨ଜଣିଆ ଟିମଙ୍କ ଦ୍ୱାରା ଏହି ସେରୋ ସର୍ଭେ ଚାଲିଛି l ଏଥିପାଇଁ … Read More

ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ପୁଣି ଗୃହରେ ବିରୋଧୀଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର, (ଓଡିଶା ଟାଇମ୍): ବିଧାନସଭା ମୌସୁମୀ ଅଧିବେଶନର ଶେଷ ଦିନରେ ବି ଚାଲି ପାରିନି ପ୍ରଶ୍ନକାଳ । ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ପୁଣି ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ । ଗୃହର ମଧ୍ୟ ଭାଗକୁ ଆସି ଉଭୟ ବିଜେପି ଓ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୩ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ … Read More

ତାଲିବାନ ସହ ମିଶିଗଲା ଆଫଗାନି ସେନା ! ରିପୋର୍ଟ ବଢାଇଲା ଚିନ୍ତା

କାବୁଲ, (ଓଡିଶା ଟାଇମ୍): ଆଫଗାନିସ୍ତାନରେ ଖୁବଶୀଘ୍ର ସରକାର ଗଢିବ ତାଲିବାନ । ଏଥିପାଇଁ ପ୍ରଧାନମନ୍ତ୍ରୀ , ଉପ-ପ୍ରଧାନମନ୍ତ୍ରୀ ଓ ମନ୍ତ୍ରୀଙ୍କ ନାମ ଘୋଷଣା ହୋଇସାରିଛି । କିନ୍ତୁ ଏହାପୂର୍ବରୁ ଆଫଗାନିସ୍ତାନୀ ସେନାଙ୍କୁ ନେଇ ଏବେ ପ୍ରଶ୍ନ ଉଠିଛି । ଆଫଗାନିସ୍ତାନରେ ତାଲିବାନ … Read More

କୋଭିଡ୍ ନେଲା ଆଉ ୮ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୭୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୮କୁ ବୃଦ୍ଧି ପାଇଛି । … Read More

ଏସିଏଫଓ ମୃତ୍ୟୁ ମାମଲା : ଦୋଷୀକୁ ଦଣ୍ଡ ଦାବିରେ ୬ ଘଣ୍ଟିଆ ଖଇରା ବନ୍ଦ

ସୋର, (ଓଡିଶା ଟାଇମ୍): ଘଣ୍ଟିଆ ଖଇରା ବନ୍ଦ । ଗୁରୁବାର ସକାଳ ୬ରୁ ଦିନ ୧୨ ଯାଏ ଦୋକାନ ବଜାର ବନ୍ଦ । ଯୁବ ଏସିଏଫଓ ସୌମ୍ୟ ରଂଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ଓ ଦୋଷୀକୁ ଦଣ୍ଡ ଦାବିରେ ଛଅ … Read More

ଆଜି ସରୁଛି ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର, (ଓଡିଶା ରାଇମ୍): ଆଜି ସରୁଛି ବିଧାନସଭାର ମୌସୁମୀ ଅଧିବେଶନ । ଆଜି ପ୍ରଶ୍ନକାଳରେ ଜଳସମ୍ପଦ, ଯୋଜନା ଓ ସଂଯୋଜନା, ପର୍ଯ୍ୟଟନ, ସୂଚନା ଓ ଲୋକ ସମ୍ପର୍କ, ବାଣିଜ୍ୟ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ପରିବହନ ଆଦି ବିଭାଗ ଉପରେ … Read More

୨୪ ଘଣ୍ଟାରେ ବାହାରିଲେ ୭୭୧କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୮ … Read More