ପ୍ରକାଶ ରାଜ ଡାକ୍ତରଖାନାରେ ଭର୍ତ୍ତି

ମୁମ୍ବାଇ ,(ଓଡିଶା ଟାଇମ୍): ଲୋକପ୍ରିୟ ଅଭିନେତା ପ୍ରକାଶ ରାଜ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏକ ଦୁର୍ଘଟଣାରେ ଆହତ ହେବା କାରଣରୁ ତାଙ୍କୁ ହାଇଦ୍ରାବାଦର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନେଇ ଅଭିନେତା ନିଜେ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି। ମଙ୍ଗଳବାର … Read More

ଓବିସି ସମୁଦାୟକୁ ବଡ ଉପହାର, ଲୋକସଭା ପରେ ରାଜ୍ୟସଭାରେ ପାରିତ ହେଲା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ରାଜ୍ୟକୁ ଓବିସି(ଅନ୍ୟାନ୍ୟ ପଛୁଆ ବର୍ଗ) ସଂରକ୍ଷଣ ତାଲିକା ପ୍ରସ୍ତୁତ କରିବାର ଅଧିକାର ଦେଉଥିବା ୧୨୭ତମ ସାମ୍ଵିଧାନିକ ବିଧେୟକକୁ ରାଜ୍ୟସଭାରେ ମଞ୍ଜୁରୀ ମିଳିଛି। ସଂସଦର ଉଚ୍ଚସଦନରେ ଉପସ୍ଥିତ ସମସ୍ତ ୧୮୬ ସାଂସଦ ଏହି ବିଧେୟକର ସମର୍ଥନ କରିଛନ୍ତି। ଏହା … Read More

ହିମାଚଳପ୍ରଦେଶରେ ଭୂସ୍ଖଳନ ; ୪୦ ରୁ ଅଧିକ ଲୋକେ ଚାପି ହୋଇରହିଥିବା ଆଶଙ୍କା

କିନୌର ,(ଓଡିଶାଟାଇମ୍): ଆଜି ହିମାଚଳପ୍ରଦେଶରେ ଭୂସ୍ଖଳନ ହୋଇଥିବା ନେଇ ଖବର ମିଳିଛି । କିନୌର ଜିଲାର ନିଗୁଲସେରୀ ୫ ନମ୍ବର ଜାତୀୟ ରାଜପଥରେ ଚୀଲ ଜଙ୍ଗଲ ନିକଟରେ ପାହାଡ ଧସିବା ଫଳରେ ଯାଉଥିବା ସରକାରୀ ବସ,ଟ୍ରକ ଅନ୍ୟ କିଛି ଗାଡି ସହ … Read More

ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତାଙ୍କୁ ସରକାର ଦେଲେ ଉପହାର, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ DSP ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ଅଲିମ୍ପିକ୍‌ ପଦକ ବିଜେତାଙ୍କୁ ପୁରସ୍କୁତ କଲେ ରାଜ୍ୟ ସରକାର ।ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ବିରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ DSP ପଦରେ ନିଯୁକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ଏହି … Read More

ସୋଆ ପ୍ରଫେସର ଗ୍ଲୋବାଲ୍‌ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋଫୁଏଲ୍‌ ଆଣ୍ଡ ବାୟୋପ୍ରୋସେସିଙ୍ଗ୍‌ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳାଙ୍କୁ ଗ୍ଲୋବାଲ୍‌ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ କରାଯାଇଛି । ଗତବର୍ଷ ୟୁଏସ୍‌ଏର … Read More

ଶ୍ରୀମନ୍ଦିର ଖୋଲିବା ନେଇ ଏସଓପି ଜାରି : ୧୬ରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ମନ୍ଦିର

ପୁରୀ, (ଓଡିଶା ଟାଇମ୍): ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହେଲା ଏସଓପି । ଗୁରୁବାରଠୁ ୨ ଦିନ ସେବାୟତମାନଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ରହିଛି । ଆସନ୍ତା ୧୬ ତାରିଖରୁ ୨୦ ତାରିଖ ଯାଏଁ ପୁରୀବାସୀଙ୍କୁ ଦର୍ଶନ ପାଇଁ ଅନୁମତି … Read More

ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଉଭୟ ମହିଳା ଓ ପୁରୁଷ ୪ ହକି ତାରକାଙ୍କୁ ସ୍ୱତନ୍ତ୍ର ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଲିମ୍ପିକ୍ସରେ ସଫଳତା … Read More

କୋଭାକ୍ସିନ ଓ କୋଭିସିଲ୍ଡ ମିଶ୍ରିତ ଡୋଜର ହେବ କ୍ଲିନିକାଲ ଟ୍ରାଏଲ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କୋଭାକ୍ସିନ ଓ କୋଭିସିଲ୍ଡର ମିଶ୍ରଣ ଉପରେ ଅଧ୍ୟୟନ କରିବାକୁ ଅନୁମତି ଦେଲା ଡିସିଜିଆଇ । କିଛି ଦିନ ତଳେ ଆଇସିଏମଆର କହିଥିଲା ଯେ, କୋଭାକ୍ସିନ ଓ କୋଭିସିଲ୍ଡର ମିଶ୍ରିତ ଖୋରାକ ସର୍ବାଧିକ ପ୍ରଭାବଶାଳୀ । ଏଭଳି ମିଶ୍ରିତ … Read More

ଦେଶରେ ୩୮,୩୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୩୫୩ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଦିନକ ମଧ୍ୟରେ ୪୦,୦୧୩ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଦେଶରେ କରୋନାରୁ ଆରୋଗ୍ୟ ହାର ୯୭.୪୫% ହୋଇଛି। ଏହା … Read More

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ

ଢେଙ୍କାନାଳ, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । ପଞ୍ଚାୟତ ନିର୍ବାହୀ ଅଧିକାରୀ ସନ୍ତୋଷ ସାହୁଙ୍କର ଘରେ ଚଢାଉ । ସନ୍ତୋଷ କଙ୍କଡାହାଡ଼ ବ୍ଲକ କେରଜୋଳି ପଞ୍ଚାୟତର … Read More