ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୦୭୮ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି ପାଇଛି । … Read More

୨୪ ଘଣ୍ଟାରେ ବାହାରିଲେ ୧୦୭୮ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୦୦୭୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ … Read More

ଉଜ୍ଜଳା ୨.୦ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଉଜ୍ଜଳା ଯୋଜନା ୨.୦ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉତ୍ତର ପ୍ରଦେଶର ମହୋବାରୁ ଉଜ୍ଜଳା ୨.୦ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ୨୦୧୬ ମେ ୧ ତାରିଖରେ ଉତ୍ତର ପ୍ରଦେଶର ବାଲିୟାରୁ ହିଁ ପ୍ରଥମେ … Read More

କରୋନା ମଧ୍ୟରେ ଜିକା ଭାଇରସର ଭୟ ; ୭୯ଟି ଗାଁରେ ସଂକ୍ରମଣ ଆଶଙ୍କା

ପୁଣେ, (ଓଡିଶା ଟାଇମ୍): କରୋନା ପରେ ଏବେ ଭୟଙ୍କର ହେବାରେ ଲାଗିଛି ଜିକା ଭାଇରସ । ମହାରାଷ୍ଟ୍ର ବିଭିନ୍ନ ଅଞ୍ଚଳରେ ଜିକା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପୁଣେରେ ପ୍ରଥମ ମାମଲା ସାମ୍ନାକୁ ଆସିବା ପରେ ତତ୍ପର ହୋଇଉଠିଛି … Read More

ରେଡ୍ ଆଲର୍ଟରେ ଭୁବନେଶ୍ବର ବିମାନବନ୍ଦର

ଭୁବନେଶ୍ବର, (ଓଡିଶା ଟାଇମ୍): ରେଡ୍ ଆଲର୍ଟରେ ଭୁବନେଶ୍ବର ବିମାନବନ୍ଦର । ଆତଙ୍କବାଦୀ ସଙ୍ଗଠନ ଅଲକାଏଦା ନୂଆଦିଲ୍ଲୀ ବିମାନବନ୍ଦରକୁ ଉଡାଇ ଦେବାକୁ ଧମକ ଦେବା ପରେ ଭୁବନେଶ୍ବର ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଅଗଷ୍ଟ ୧୦ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ … Read More

ଆସନ୍ତା ୧୨ରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ

ଭୁବନେଶ୍ବର, (ଓଡିଶା ଟାଇମ୍): ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ । ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । … Read More

ଶ୍ରୀନଗରରେ ଉଡିଲା ୧୦୦ ଫୁଟ ଉଚ୍ଚ ଭାରତର ଜାତୀୟ ପତାକା

ଶ୍ରୀନଗର, (ଓଡିଶା ଟାଇମ୍): ମଙ୍ଗଳବାର ଦିନ ଜମ୍ମୁ କାଶ୍ମୀରରେ ୧୦୦ ଫୁଟ ଉଚ୍ଚତାର ଭାରତୀୟ ଜାତୀୟ ପତାକା ସ୍ଥାପନ କରାଯାଇଛି। ଶ୍ରୀନଗରର ଐତିହାସିକ ହରି ପବର୍ତରେ ଏହାକୁ ସ୍ଥାପନ କରାଯାଇଛି। ଏହା କାଶ୍ମୀରରେ ସବୁଠାରୁ ଉଚ୍ଚ ଜାତୀୟ ପତାକା ବୋଲି ଜଣାଯାଇଛି। … Read More

୨୩ରୁ ଭୁବନେଶ୍ୱରରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ବର, (ଓଡିଶା ଟାଇମ୍): ଅଗଷ୍ଟ ୨୩ ତାରିଖରୁ ଖୋଲିବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଥିବା ସମସ୍ତ ଧର୍ମାନୁଷ୍ଠାନ। କୋଭିଡ୍ ପ୍ରୋଟୋକଲ୍ ଭିତରେ ଏହି ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। ଏନେଇ ବିଏମ୍‌ସି ପକ୍ଷରୁ ଗାଇଡ୍‌ଲାଇନ୍ ଜାରି କରାଯାଇଛି। ତେବେ ଶ୍ରୀ … Read More

୨୪ ଘଣ୍ଟାରେ ବାହାରିଲେ ୨୮ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ … Read More

ଭିଜିଲାନ୍ସ ଜାଲରେ ଟେକ୍ନିକାଲ କନ୍‌ସଲଟାଣ୍ଟ

କେନ୍ଦୁଝର, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଟେକ୍‌ନିକାଲ୍‌ କନ୍‌ସଲଟାଣ୍ଟ । କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ଟେକନିକାଲ କନ୍ସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତଙ୍କ ରେଡ଼୍‌ କରୁଛି ଭିଜିଲାନ୍ସ । ଏକକାଳୀନ ୪ଟି ସ୍ଥାନରେ ଚଢାଉ ଜାରି ରହିଛି । ଖବର ଅନୁଯାୟୀ, ଆୟ … Read More