ମାଲକାନଗିରି ସୀମାନ୍ତରେ ଏନ୍କାଉଣ୍ଟର, ଜଣେ ହାର୍ଡକୋର ମାଓବାଦୀ ନିହତ
ମାଲକାନାଗିରି, (ଓଡିଶା ଟାଇମ୍): ପୋଲିସ-ମାଓବାଦୀ ଗୁଳିବିନିମୟ । ମାଲକାନଗିରି ତେଲେଙ୍ଗାନା ସୀମାନ୍ତ ଭଣ୍ଡାରି କୋତ୍ତାଗୂଡେମ ଜିଲ୍ଲାରେ ଘଟିଛି ଏନକାଣ୍ଟର । ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ପ୍ରାଣ ହରାଇଛନ୍ତି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । … Read More











