ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବଙ୍କ କଳାହାଣ୍ଡି ଗସ୍ତ
କଳାହାଣ୍ଡି, (ଓଡିଶା ଟାଇମ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଶନିବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ୫ଟି ସଚିବ ଭିକେ ପାଣ୍ଡିଆନ୍ କଳାହାଣ୍ଡି ଜିଲ୍ଲା ପରିଦର୍ଶନ କରିଛନ୍ତି। ସ୍ୱାସ୍ଥ୍ୟସେବା, ଜଳସେଚନ ଏବଂ ଶିକ୍ଷା ଉପରେ ଧ୍ୟାନ ଦେଇ … Read More











