ସେପ୍ଟେମ୍ବର ସୁଦ୍ଧା ପିଲାଙ୍କ ନିମନ୍ତେ ଆରମ୍ଭ ହୋଇପାରେ ଟିକାକରଣ – ଏମ୍ସ ମୁଖ୍ୟ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ପିଲାମାନଙ୍କ ନିମନ୍ତେ ସେପ୍ଟେମ୍ବର ସୁଦ୍ଧା କୋଭିଡ ଟିକାକରଣ ଆରମ୍ଭ ହୋଇପାରେ ବୋଲି ଏମସ୍ ମୁଖ୍ୟ ଡାକ୍ତର ରଣଦୀପ ଗୁଲେରିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସଂକ୍ରମଣ ସହ ଲଢେଇ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ … Read More











