ରଥ ଖଳାକୁ ଆସିଲା ଶ୍ରୀଜୀଉଙ୍କ ଆଜ୍ଞାମାଳ, ସିଂହଦ୍ୱାର ଚକଡାକୁ ଯିବ ତିନି ରଥ
ପୁରୀ, (ଓଡିଶା ଟାଇମ୍): କୋଭିଡ କଟକଣା ଭିତରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରାର ନୀତିକାନ୍ତି । ପୂର୍ବରୁ ହୋଇଥିବା ନୀତି ନିର୍ଘଂଟ ଅନୁଯାୟୀ ସକାଳ ଧୂପ ପରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥଖଳାକୁ ଆସିଛନ୍ତି … Read More











