ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧିକ୍ଷକ
ବଲାଙ୍ଗୀର, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧିକ୍ଷକ । ଭାରପ୍ରାପ୍ତ ଅଧିକ୍ଷକ ଗଣପତି ପୁରୋହିତଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଛି । ଗଣପତିଙ୍କ ବଲାଙ୍ଗୀର ପେଲେସଲାଇନ୍ … Read More











