୧୫ ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ପାଠ କରାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ନରେନ୍ଦ୍ର ମୋଦୀ ସରକାରର ଦ୍ଵିତୀୟ ପାଳିରେ ପ୍ରଥମ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହୋଇଛି। ବୁଧବାର ସନ୍ଧ୍ୟା ୬ଟାରେ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନର ଦରବାଲ ହଲ୍ରେ ଆୟୋଜିତ ସ୍ଵତନ୍ତ୍ର ଶପଥ ଗ୍ରହଣ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ … Read More











