ଦ୍ବାଦଶ ଶ୍ରେଣୀ ପରୀକ୍ଷା: ୩୧ ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): କରୋନା ମହାମାରୀକୁ ନଜରରେ ରଖି ସିବିଏସ୍ଇ ସମେତ ରାଜ୍ୟ ବୋର୍ଡ ମଧ୍ୟ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ କରିଥିଲେ। ଏହା ପରେ ମୂଲ୍ୟାୟନକୁ ନେଇ ଦ୍ବନ୍ଦ୍ବ ଉପୁଜିଥିଲା। କେଉଁ ଆଧାରରେ ମୂଲ୍ୟାୟନ ହେବ ଏବଂ … Read More











