ଆଜିଠୁ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ; ଆହୁରି କଡ଼ାକଡ଼ି ହେଲା ଯାଞ୍ଚ
ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠୁ ଆରମ୍ଭ ହୋଇଛି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଲକଡାଉନ୍। ଆସନ୍ତା ୧୭ ତାରିଖ ଯାଏ ଲକ୍ଡାଉନ୍ ବଢ଼ିବା ପରେ ଆଜିଠୁ ଆହୁରି କଡ଼ାକଡ଼ି ହେବ କଟକଣା। କରୋନା ସଂକ୍ରମଣକୁ ନିୟନ୍ତ୍ରଣରେ ଆଣିବାକୁ ଲକ୍ଡାଉନକୁ ବଢ଼ାଯାଇଛି। ରାଜଧାନୀ ଭୁବନେଶ୍ୱର, … Read More











