ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୭୩୬ ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୨୭୩୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୭୪ ଜଣ କ୍ବାରେଣ୍ଟାଇନ୍ରେ … Read More











