ବାତ୍ୟାକୁ ନେଇ ଆଜି ସମୀକ୍ଷା କରିବେ ମୋଦି
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଆଜି ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ। ଏହି ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ଅନ୍ୟ ବରିଷ୍ଠ ମନ୍ତ୍ରୀ, ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଟେଲିକମ୍, ଶକ୍ତି, ବେସାମରିକ ବିମାନ … Read More











