ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। … Read More











