ସ୍କୁଲ ନିକଟରେ ବିସ୍ଫୋରଣ : ମୃତ୍ୟୁସଂଖ୍ୟା ୬୩କୁ ବୃଦ୍ଧି

କାବୁଲ, (ଓଡିଶା ଟାଇମ୍) :ଆଫଗାନିସ୍ତାନ ରାଜଧାନୀ କାବୁଲରେ ଏକ ସ୍କୁଲ ନିକଟରେ ହୋଇଥିବା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି । ଗଣମାଧ୍ୟମ ରିପୋର୍ଟ ଅନୁସାରେ ଶନିବାର ଦିନ ବାଳିକା ବିଦ୍ୟାଳୟ ନିକଟରେ ଲଗାତାର ତିନୋଟି ବିସ୍ଫୋରଣ ହୋଇଥିଲା । … Read More

ସ୍ପେନରେ ହଟିଲା କୋଭିଡ କଟକଣା : ନାଚ ଗୀତ ସହ ରାସ୍ତାରେ ହେଲା ସେଲିବ୍ରେସନ

ସ୍ପେନ,(ଓଡିଶା ଟାଇମ୍):ଧୀରେ ଧୀରେ କରୋନାକୁ ମାତ୍ ଦେଉଛନ୍ତି ବଡ ବଡ ରାଷ୍ଟ୍ର । ଗତକାଲି ସ୍ପେନରେ ହଟିଛି କୋଭିଡ କଟକଣା । ଏହାସହ ରାତ୍ରକାଳୀନ କର୍ଫ୍ୟୁ ବି ପ୍ରତ୍ୟାହାର କରାଯାଇଛି । ଫଳରେ ଲୋକେ ରାତିରେ ନାଚ ଗୀତ ସହ ରାସ୍ତା … Read More

ଆଜି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ଶର୍ମା

ଆସାମ,(ଓଡିଶା ଟାଇମ୍): ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱ ଶର୍ମା । ଗତକାଲି ବିଜେପି ବିଧାୟକ ଦଳର ହିମନ୍ତ ମୁଖ୍ୟମନ୍ତ୍ରୀ ହେବା ନେଇ ଘୋଷଣା ହୋଇଥିଲା । ଆଜି ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ତେବେ … Read More

ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୦୩୧ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦୦୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୪୮୭୩ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More

ଆଜି ଆରୋଗ୍ୟ ହେଲେ ୮୫୪୧ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୫୪୧ ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ରୋଗୀଙ୍କ ସଂଖ୍ୟା ୪, ୪୭, ୮୬୩କୁ ବୃଦ୍ଧି ଘଟିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ … Read More

ରେଲିଂ କାଟି ଫେରାର୍‌ ହୋଇଗଲେ ୧୩ କଏଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ହରିୟାଣାର ଏକ ଜିଲ୍ଲାରେ ୧୩ ଜଣ ଦୁର୍ଦ୍ଦାନ୍ତ କଏଦୀ ଫାରାର ହୋଇଯାଇଥିବା ମାମଲା ଏବେ ସାମ୍ନାକୁ ଆସିଛି । ଫେରାର ସମସ୍ତ କଏଦୀ କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି । ସେମାନେ ଝରକାରେ ଲାଗିଥିବା ରେଲିଂକୁ କାଟି … Read More

ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ପରିଚାଳନା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା

ଭୁବନେଶ୍ବର, (ଓଡିଶା ଟାଇମ୍):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଶ୍ରୀଯୁକ୍ତ ଅସିତ୍ କୁମାର ତ୍ରିପାଠୀ ଆଜି ରାଉରକେଲା ଗସ୍ତ କରି ସୁନ୍ଦରଗଡ଼ ଜିଲ୍ଲାର କୋଭିଡ୍ ପରିଚାଳନା ସମ୍ପର୍କରେ ସମୀକ୍ଷା … Read More

୧୯ଟି ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ଵର, (ଓଡିଶା ଟାଇମ୍): ଘଡଘଡି ଆବାଜରେ କମ୍ପିବ ଅଧା ଓଡିଶା । ଏପରିକି ଘଣ୍ଟା ପ୍ରତି ୪୦ କିମି ବେଗରେ ବହିବ ପବନା ୧୯ଟି ଜିଲ୍ଲାକୁ ଏ ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ । ସୂଚନା ଅନୁସାରେ ଓଡିଶାର … Read More