ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକାସାଙ୍ଗେ ୬ଟି ସ୍ଥାନରେ ଚାଲିଛି ରେଡ୍
ନୟାଗଡ଼, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି । ଏକାସାଙ୍ଗେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି … Read More











