ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ୧୩ ଶହ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ
ଖୁର୍ଦ୍ଧା, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମ୍ୟୁଟେସନ୍ କେସ୍ର ତଦନ୍ତ ରିପୋର୍ଟ ଦେବାକୁ ୧୩ ଶହ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଜଣେ ରାଜସ୍ୱ ନିରୀକ୍ଷକ। ସୂଚନା ଅନୁସାରେ, ଖୋର୍ଦ୍ଧା … Read More











