ଦେଶରେ ଦିନକରେ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କିଛି ଦିନରେ ଦୈନିକ ସଂକ୍ରମଣ ୪୦ ହଜାର ଟପୁଥିବା ଦେଖାଯାଇଛି। ୨୪ ଘଣ୍ଟାରେ ଆଉ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୮୬,୭୯୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ … Read More

ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

ପିପିଲି, (ଓଡିଶା ଟାଇମ୍) : ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଧିବଦ୍ଧ ଭାବେ ଆଜି ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଆଜିଠୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ମାର୍ଚ୍ଚ ୩୦ ନାମାଙ୍କନ ଦାଖଲର … Read More

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୩ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୦୭୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ : ଆଜି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ସଂଖ୍ୟା ବଢୁଛି କଟକଣା ବି କଡ଼ାକଡ଼ି ହେଉଛି। ଆଉ ଏଣେ ତନାଘନା ବି ବଢୁଛି।  ରାଜ୍ୟରେ କୋଭିଡ ସଂକ୍ରମଣ  ସରକାରଙ୍କ ଚିନ୍ତା ବଢାଇଥିବା ବେଳେ  ମୁକାବିଲା ପାଇଁ ତତ୍ପରତା ବି ବଢିଛି।  ଏଥର ବି ଆରମ୍ଭରୁ … Read More

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାୱତ କରୋନା ସଂକ୍ରମିତ

ଡେରାଡୁନ, (ଓଡିଶା ଟାଇମ୍) :କରୋନା ସଂକ୍ରମଣକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାୱତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ନିଜକୁ ଆଇସୋଲେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ତୀରଥ ସିଂହ … Read More

ଏସ୍‌ସିବିରୁ ଡିସଚାର୍ଜ ହେବ ଜଗା, ଫେରିଯିବ କନ୍ଧମାଳ

ଭୁବନେଶ୍ବର, (ଓଡିଶା ଟାଇମ୍) :କଟକ ବଡ଼ ମେଡିକାଲ ଏସସିବିରୁ ଡିସଚାର୍ଜ ହୋଇପାରେ ଜଗା। ଗତ ୨ ବର୍ଷ ହେଲା କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ରହିଛି ଜଗା । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତତ୍ତ୍ବାବଧାନରେ ଚିକିତ୍ସିତ ହେଉଛି ଜଗା। ସେ … Read More

ମାହାଙ୍ଗା ଡବଲ୍ ମର୍ଡର ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ, ଦିନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭାରେ ଉଠିଲା ମାହାଙ୍ଗା ଡବଲ ମର୍ଡର ପ୍ରସଙ୍ଗ । ବିଜେପି ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ୪ଟା ଯାଏଁ ମୁଲତବି ରଖିଲେ ବାଚସ୍ପତି । ପୂର୍ବରୁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି । … Read More

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୯୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

କରୋନା ଆକ୍ରାନ୍ତ ଚିହ୍ନଟ: ଭୁବନେଶ୍ୱରର ଏକ ଘରୋଇ ଅନୁଷ୍ଠାନ ସିଲ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଏହି ଶିକ୍ଷାନୁଷ୍ଠାନରୁ ବହୁ ସଂଖ୍ୟାରେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛି ବିଏମ୍‌ସି। ଏହି ଶିକ୍ଷାନୁଷ୍ଠାନ ଭିତରକୁ କେହି … Read More

ଆଜି ବିଶ୍ୱ ଜଳ ଦିବସ

ଭୁବନେଶ୍ବର, (ଓଡିଶା ଟାଇମ୍) :ଜଳ ଜୀବନର ସତ୍ତା। ଜୀବନ ପାଇଁ ରକ୍ତ ଯେପରି ଆବଶ୍ୟକ ଠିକ୍‌ ସେହିପରି ଜଳ ମଧ୍ୟ ଅପରିହାର୍ୟ୍ୟ। ଜଳକୁ ସର୍ବଦା ଜୀବନ ଓ ରକ୍ତ ସହିତ ତୁଳନା କରାଯାଏ। ଜଳ ସମସ୍ତ ବିକାଶର ପ୍ରମୁଖ। ଅଦ୍ୱିତୀୟ ଆଧାର। … Read More