SCBରେ ଫ୍ୟାନ ଖସିବା ଘଟଣା; ମହିଳା ମୃତ

କଟକ, (ଓଡିଶା ଟାଇମ୍) :କଟକ ବଡ଼ ମେଡିକାଲର ସର୍ଜରୀ ବିଭାଗ ଛାତରୁ ଫ୍ୟାନ୍‌ ଖସିବା ଘଟଣା । ଫ୍ୟାନ୍‌ ପଡି ଗୁରୁତର ଥିବା ବୃଦ୍ଧାଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ଯାଜପୁର ଜିଲ୍ଲାର ପାର୍ବତୀ ଦାସ ବୋଲି ଜଣାପଡ଼ିଛି । ଖବର … Read More

BMCର ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପୁଣି ପୁରୁଣା ଦର ଲାଗୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ ରହିଲା । ବିଏମସି ପକ୍ଷରୁ ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଏ ନେଇ … Read More

ଦିନ ୪ଟା ଯାଏଁ ଗୃହ ମୁଲତବି : ଧାନ କିଣା ପ୍ରସଙ୍ଗରେ ବିଜେପି ସଦସ୍ୟଙ୍କ ହୋହଲ୍ଲା

ଭୁବନେଶ୍ବର, (ଓଡିଶା ଟାଇମ୍) :ଉଭୟ ଶାସକ ଓ ବିରୋଧୀ ସଦସ୍ୟଙ୍କ ଗୃହରେ ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ଗୃହ । ଦିନ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ ଯୋଗୁଁ ଦିନ ୧୧ଟା ୩୦ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୨୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଦିନ ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ । ଉଭୟ ଶାସକ ଓ ବିରୋଧୀ ସଦସ୍ୟଙ୍କ ଗୃହରେ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବି । ଦିନ ୧୧ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବି ରହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର … Read More

ଟ୍ରକକୁ ପଛ ପଟୁ ପିଟିଲା ‘ତ୍ରିପାଠୀ’ : ଜଣେ ମୃତ, ୫ ଗୁରୁତର ‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ନବରଙ୍ଗପୁର ଯାଉଥିବା ଘରୋଇ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି ।  ତ୍ରିପାଠୀ ନାମକ ଏକ ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ଯୋଗୁଁ ହେଲ୍ପରଙ୍କ ମୃତ୍ୟୁ ଘଟିଛି । ଭୋର ସମୟରେ  ଆନ୍ଧ୍ରର ସୋମପେଟା ନିକଟରେ ବସଟି … Read More

ଜଙ୍ଗଲ ନିଆଁ : ସରିଲା ଗ୍ରାଉଣ୍ଡ ଜିରୋରେ ସମୀକ୍ଷା, ଆଜି ରାଜ୍ୟ ସରକାରଙ୍କୁ ଭେଟିବ କେନ୍ଦ୍ରୀୟ ଟିମ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ଜଙ୍ଗଲ ନିଆଁର ସ୍ଥିତି ଅନୁଧ୍ୟାନ ପରେ ସୋମବାର ରାଜ୍ୟ ସରକାରଙ୍କୁ ଭେଟିବ କେନ୍ଦ୍ରୀୟ ଟିମ୍ । ଶିମିଳିପାଳ ବନାଗ୍ନି ଘଟଣାର ଗ୍ରାଉଣ୍ଡ ଜିରୋ ସମୀକ୍ଷା କରିଛନ୍ତି କେନ୍ଦ୍ରୀୟ ଟିମ୍। ଜଙ୍ଗଲରେ ନିଆଁ କେଉଁଠି ଲାଗିଛି, କ୍ଷୟକ୍ଷତିର ପରିମାଣ … Read More

କରୋନାକୁ ବର୍ଷେ: ଆଜି ଓଡ଼ିଶାରେ ଚିହ୍ନଟ ହୋଇଥିଲେ ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟକୁ ମହାମାରୀ କରୋନା ପ୍ରବେଶ କରିବାର ବର୍ଷେ ପୁରିଛି। ଗତବର୍ଷ ମାର୍ଚ୍ଚ ୧୫ରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଭୁବନେଶ୍ୱରର ଯୁବକ ଇଟାଲୀରୁ ଦିଲ୍ଲୀ ହୋଇ ମାର୍ଚ୍ଚ ୧୨ରେ ଭୁବନେଶ୍ୱରରେ ପହଞ୍ଚିଥିଲେ। ମାର୍ଚ୍ଚ … Read More

ଆଜିଠୁ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ । ବ୍ୟାଙ୍କ ଘରୋଇକରଣକୁ ବିରୋଧ କରି ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ୍ , ୟୁବିଏଫ୍ ୟୁ ଏହି ଧର୍ମଘଟ ଡାକରା ଦେଇଛି। ୯ଟି ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀ … Read More

ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ନିଆଁ

ଖୁର୍ଦ୍ଧା, (ଓଡିଶା ଟାଇମ୍) :ରବିବାର ଦିନ ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଜଙ୍ଗଲରେ ନିଆଁ ଲାଗିଥିବାର କିଛି ଲୋକ ଦେଖିଥିଲେ । ଏହାପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲା । ନିଆଁ ଲାଗିବା ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ … Read More