ଅନ୍ଲାଇନ୍ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ୍
ଭୁବନେଶ୍ବର, (ଓଡିଶା ଟାଇମ୍) :ଏଣିକି ଅନ୍ଲାଇନ୍ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ର ଓ ଦସ୍ତାବିଜ । ଏନେଇ ଟ୍ବିଟ୍ ଯୋଗେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସ୍କୁଲଶିକ୍ଷାରେ ସଂସ୍କାର ଆଣିବା ପରିପ୍ରେକ୍ଷୀରେ ରାଜ୍ୟ ସରକାର ଏଭଳି ପଦକ୍ଷେପ … Read More











