ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଙ୍ଗଳବାର ସଂଧ୍ୟାରେ ଏହି କ୍ୟାବିନେଟ୍ ବୈଠକ ବସିବ । ସେହିପରି ମନ୍ତ୍ରୀ ପରିଷଦର ବୈଠକ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ମନ୍ତ୍ରୀ ପରିଷଦ ବୈଠକରେ … Read More











