ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ, ଆଜି ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ
ଭୁବନେଶ୍ବର, (ଓଡିଶା ଟାଇମ୍): ଆସନ୍ତା ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ଯାଏଁ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ । ଅଧିବେଶନକୁ … Read More











