କୃଷି ସେକ୍ଟର ପାଇଁ ଅର୍ଥ ମନ୍ତ୍ରୀଙ୍କ ବଡ ଘୋଷଣା
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କୃଷକଙ୍କ ପାଇଁ ବଡ଼ ଘୋଷଣା। ଚାଷୀଙ୍କ ହିତରେ ପେଡ଼ି ଖୋଲିଦେଲେ। ପ୍ରଥମ ଥର ପାଇଁ ଟ୍ୟାବରେ ବଜେଟ ଉପସ୍ଥାପନ କରିଛନ୍ତି ସୀତାରମଣ। ଭାରତ ଏକ କୃଷିଭିତ୍ତିକ ଦେଶ ହୋଇଥିବା ବେଳେ କୃଷକଙ୍କ ହିତରେ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। … Read More











