ବିକାଶ କ୍ଷେତ୍ରରେ ଅଭିନବ କାର୍ଯ୍ୟକ୍ରମ ପାଇଁ ସ୍କଚ୍ ଆୱାର୍ଡ଼ର ସେମିଫାଇନାଲରେ ସୁନ୍ଦରଗଡ଼ ଜିଲ୍ଲା, ମୁଖ୍ୟମନ୍ତ୍ରୀ କଲେ ପ୍ରଶଂସା
ସୁନ୍ଦରଗଡ଼, (ଓଡିଶା ଟାଇମ୍) :ଜିଲ୍ଲାର ବିକାଶ କ୍ଷେତ୍ରରେ ବିଭିନ୍ନ ଅଭିନବ କାର୍ଯ୍ୟକ୍ରମ ଲାଗୁ କରି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମର୍ଯ୍ୟାଦାଜନକ ‘ସ୍କଚ୍ ଆୱାର୍ଡ଼’ର ସେମିଫାଇନାଲରେ ପହଁଚିଛି। ଜାତୀୟ ସ୍ତରରେ ପରିଚିତ ଏହି ପୁରସ୍କାରର ‘ବେଷ୍ଟ ପ୍ରାକ୍ସିସେସ୍’ … Read More











