କରୋନା ବିରୋଧରେ ଭାକ୍ସିନ ଯୁଦ୍ଧ; ଟିକାକରଣ ମହାଭିଯାନ ଆରମ୍ଭ କଲେ ମୋଦି
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଟିକାକରଣ ମହାଭିଯାନର ଶୁଭାରମ୍ଭ ଆଜି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭିଡିଓ କନ୍ଫରେନ୍ସିଂ ଜରିଆରେ ଆଜି ୧୦.୩୦ ମିନିଟ୍ରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରି ମୋଦି … Read More











