ଭାରସାମ୍ୟ ହରାଇ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର
ଖଲିକୋଟ, (ଓଡିଶା ଟାଇମ୍) :ଭାରସାମ୍ୟ ହରାଇ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର । ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ତାମ୍ପରା ନିକଟରେ ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଖବର ଅନୁଯାୟୀ, … Read More











