ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ
ଭୁବନେଶ୍ବର, (ଓଡିଶା ଟାଇମ୍) :ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ହେଲା ଶୁଭାରମ୍ଭ । କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ଗ୍ୟାସ୍ ଓ ଇସ୍ପାତମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରକଳ୍ପ ପାଇଁ ଇଣ୍ଡିଆନ … Read More











