ଆଇସିୟୁରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ନିର୍ଧୁମ ଛେଚିଥିଲେ ଉତ୍ତ୍ୟକ୍ତ ଲୋକ
ଭୁବନେଶ୍ବର, (ଓଡିଶା ଟାଇମ୍): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅମାନବୀୟ କାଣ୍ଡ। ଉତ୍ପାତ ହେଲେ, ମାଡ ଖାଇଲେ , ରକ୍ତ ଜୁଡୁବୁଡୁ ହୋଇ ମେଡିକାଲ ଗଲେ । ଶନିବାର ଏମିତି କିଛି ଘଟଣା ଘଟିଛି ବାଣପୁର ବ୍ଲକ ସମ୍ମୁଖରେ । ୨୦ଜଣରୁ … Read More











