ଆଜି ଡିସେମ୍ବର ୨୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତି ଅବସ୍ଥାନ କରି ଗଜକଶେରୀ ଯୋଗ ସୃଷ୍ଟି କରୁଥିବାରୁ ଅଭିଳଷିତ କାର୍ଯ୍ୟ ସମାପନ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସମ୍ଭାବନା ଅଛି । ଶୁଭ ରଙ୍ଗ ଗ୍ରୀନ୍ । … Read More











